Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରକୀୟା ପ୍ରୀତିର କରୁଣ ପରିଣତି, ଭାଇକୁ ଟାଙ୍ଗିଆରେ ହାଣିଲା ଭାଇ

by ସଞ୍ଜୟ ସ୍ୱାଇଁ
June 30, 2021
in Crime, State
ପରକୀୟା ପ୍ରୀତିର କରୁଣ ପରିଣତି, ଭାଇକୁ ଟାଙ୍ଗିଆରେ ହାଣିଲା ଭାଇ
176
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ପରକୀୟା ପ୍ରୀତିର କରୁଣ ପରିଣତି । ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା କରାଯାଇଛି । ହତ୍ୟା ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । କଟକ ଜିଲ୍ଲା ଟାଙ୍ଗୀ ଥାନା ଜରିପଡ଼ା ପଞ୍ଚାୟଚ ଜଗନ୍ନାଥପୁର ଗାଁରେ ଘଟିଛି ଘଟଣା । ଜଗନ୍ନାଥପୁର ଗାଁର ଉମେଶ ଚନ୍ଦ୍ର ସ୍ୱାଇଁଙ୍କ ସ୍ୱାଇଁଙ୍କ ପୁଅ ଗୌରାଙ୍ଗ ସ୍ୱାଇଁକୁ ତାଙ୍କ ବଡ ବାପା ପୁଅ ବିଷ୍ଣୁ ସ୍ୱାଇଁ ଟାଙ୍ଗିଆରେ ହାଣି ବିଭତ୍ସ ଭାବେ ହତ୍ୟା କରିଛି । ଯାହାକି ପୁରା ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ବର୍ତ୍ତମାନ ପର୍ୟ୍ୟନ୍ତ ହତ୍ୟାର ପ୍ରକୃତ କାରଣ ଜଣାପଡିନଥିବା ବେଳେ, ବିଷ୍ଣୁଙ୍କ ପତ୍ନୀଙ୍କ କହିବା ଅନୁଯାୟୀ ଗୌରଙ୍ଗ ବିବାହିତ ହୋଇ ମଧ୍ୟ ତାଙ୍କ ସହ ଖରାପ ସମ୍ପର୍କ ରଖିବା ପାଇଁ ବାଧ୍ୟ କରୁଥିଲେ । ଏପିରିକି ଫୋନ୍‌କୁ ମେସେଜ କରୁଥିଲେ । ତେବେ ମଙ୍ଗଳବାର ସଂଧ୍ୟାରେ ବାଡିରେ ପଶି ଟଣା ଓଟରା କରିବାରୁ ବିଷ୍ଣୁ ରାଗିଯାଇ ଏକ ଟାଙ୍ଗିଆରେ ଗୋଡାଇ ଗୋଡାଇ ଗୌରାଙ୍ଗକୁ ହାଣିଥିବା ପୋଲିସକୁ କହିଛନ୍ତି । ପୋଲିସ ସ୍ୱାମୀ ଓ ସ୍ତ୍ରୀଙ୍କ ଅଟକ ରଖି ତଦନ୍ତ ଜାରି ରଖିଛି । ପୋଲିସ ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିବ ବୋଲି ସ୍ଥାନୀୟଲୋକେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!