Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆରପିଏଫ ହାତରେ ଧରାପଡିଲେ ଲୁଟେରା

by ସଞ୍ଜୟ ସ୍ୱାଇଁ
June 30, 2021
in Crime, State
ଆରପିଏଫ ହାତରେ ଧରାପଡିଲେ ଲୁଟେରା
54
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ରେଳ ଷ୍ଟେସନରୁ ଗିରଫ ହେଲେ ଜଣେ ଆନ୍ତଃରାଜ୍ୟ ମୋବାଇଲ ଲୁଟେରା । ଗିରଫ ଅଭିଯୁକ୍ତଠାରୁ ୯ଟି ନାମିଦାମୀ ମୋବାଇଲ୍ ଫୋନ୍ ଜବତ କରିଛି ରେଳବାଇ ସୁରକ୍ଷା ବଳ ପୋଲିସ । ମଙ୍ଗଳବାର ରାତିରେ ଭଦ୍ରକ ରେଳ ଷ୍ଟେସନରେ ଜଣେ ଯୁବକ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ବେଳେ ଆରପିଏଫ୍ ପୋଲିସର ନଜର ପଡିଥିଲା । ପରେ ଯୁବକ ଜଣଙ୍କୁ ପଚରା ଉଚରା କରି ଯାଞ୍ଚ କରିବାରୁ ୯ଟି ନାମିଦାମୀ ମୋବାଇଲ୍ ଫୋନ୍ ଜବତ ହୋଇଥିଲା । ଅଭିଯୁକ୍ତ ଜଣଙ୍କ ବହୁ ଦିନ ଧରି ଚଳନ୍ତା ଟ୍ରେନରେ ଯାତ୍ରୀଙ୍କଠାରୁ ମୋବାଇଲ୍ ଫୋନ୍ ଚୋରି କରିଆସୁଥିଲା । ବିଶେଷ କରି କୋଲକାତାଠାରୁ ଭଦ୍ରକ ଭିତରେ ଯାତ୍ରୀଙ୍କଠାରୁ ଲୁଟେରାମାନେ ଲୁଟୁଥିଲା । ଲୁଟେରା ଜଣକ ନାବାଳକ ହୋଇଥିବା ବେଳେ ତା ଘର ପଶ୍ଚିମବଙ୍ଗ ପୂର୍ବ ମେଦିନାପୁର ଜିଲ୍ଲାର ବୋଲି ଜଣାପଡ଼ିଛି । ତେବେ ଅଭିଯୁକ୍ତ ଜଣଙ୍କୁ କୋର୍ଟ ଚାଲାଣ କରିବା ସହିତ ଆରପିଏଫ୍ ପକ୍ଷରୁ ଏ ନେଇ ଅଧିକ ତଦନ୍ତ କରାଯାଉଥିବା କହିଛନ୍ତି ଇନ୍ସପେକ୍ଟର ବିକାଶ ରଞ୍ଜନ ସିଂହ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!