Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦୮ ଓ ୧୦୨ ଆମ୍ବୁଲାନ୍ସ ହେଲା ଗୋଟିଏ ସେବା

by ସଞ୍ଜୟ ସ୍ୱାଇଁ
June 30, 2021
in Health, State
୧୦୮ ଓ ୧୦୨ ଆମ୍ବୁଲାନ୍ସ ହେଲା ଗୋଟିଏ ସେବା
152
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏଣିକି ଆମ୍ବୁଲାନ୍ସ ସେବା ପାଇଁ କେବଳ ୧୦୮ ନମ୍ବର। ୧୦୮ ସହ ମିଶିଲା ୧୦୨ ଆମ୍ବୁଲାନ୍ସ ସେବା। ପୂର୍ବରୁ ଗର୍ଭବତୀ ଏବଂ ନବଜାତକ ଶିଶୁ ମାନଙ୍କ ପାଇଁ ଉପଲବ୍ଧ ଥିବା ୧୦୨ ଆମ୍ବୁଲାନ୍ସ ସେବାକୁ ୧୦୮ ନମ୍ବର ସହ ମିଶ୍ରଣ କରାଯାଇଛି। ଏହା ଦ୍ୱାରା ରାଜ୍ୟରେ ପ୍ରତ୍ୟେକ ଗର୍ଭବତୀ ଏବଂ ଛୋଟ ଶିଶୁଙ୍କର ଆମ୍ବୁଲାନ୍ସ ଆବଶ୍ୟକତା ପାଇଁ କେବଳ ମାଗଣା ୧୦୮ ନମ୍ବରକୁ ହିଁ କଲ୍‌ କରିବାକୁ ହେବ। ଏ ସଂପର୍କରେ ସୂଚନା ଦେଇଛନ୍ତି ଓଡିଶାରେ ୧୦୮ ଆମ୍ବୁଲାନ୍ସ ପ୍ରକଳ୍ପ ମୁଖ୍ୟ, ଶ୍ରୀ ସବ୍ୟସାଚୀ ବିଶ୍ୱାଳ କହିଛନ୍ତି। ଏହା ଦ୍ୱାରା ଗର୍ଭବତୀଙ୍କ ଠାରୁ ନେଇ ବିଭିନ୍ନ ରୋଗୀ ନିକଟସ୍ଥ ସରକାରୀ ହସ୍ପିଟାଲକୁ ଯିବାକୁ ହେଲେ କେବଳ ୧୦୮ ନମ୍ବରକୁ ହିଁ କଲ୍‌ କରିବେ। ପୂର୍ବରୁ ଗର୍ଭବତୀ ଏବଂ ଏକ ବର୍ଷରୁ କମ୍‌ ଶିଶୁଙ୍କ ପାଇଁ ପ୍ରଚଳିତ ୧୦୨ ଆମ୍ବୁଲାନ୍ସ ସେବା ଏବଂ ଏହାର କଲ୍‌ ସେଣ୍ଟରକୁ ୧୦୮ ସହ ମିଶ୍ରଣ କରଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!