Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲି ଘାଟ ପଥର ଖଣିରେ ଚଢ଼ଉ

by ସଞ୍ଜୟ ସ୍ୱାଇଁ
June 30, 2021
in Crime, State
ବାଲି ଘାଟ ପଥର ଖଣିରେ ଚଢ଼ଉ
142
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା ତହସିଲ ଅନ୍ତର୍ଗତ ଡୁମୁରିଆ ଆର. ଆଇ ସର୍କଲ କୋଠାଘର ନିକଟରୁ ଏକ ବେଆଇନ ବାଲି ବୋଝେଇ ଟ୍ରାକ୍ଟର ଏବଂ ମହୁଲଡିହା ଗ୍ରାମରୁ ଦୁଇଟି ବେଇଆନ୍ ପଥର ବୋଝେଇ ଗାଡି ଜବତ ହୋଇଛି । ପାଟଣା ଏନଫୋର୍ସମେଣ୍ଟ ଟିମ୍ ଚଢ଼ାଉ କରି ୩ଟି ଟ୍ରାକ୍ଟରରୁ ୩୫ ହଜାର ୨୦ ଟଙ୍କା ଜୋରିମାନା ଆଦାୟ କରିଛି । ଏହି ଚଢ଼ାଉରେ ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀ, ସୁପରଭାଇଜର ବନମାଳି ନାଏକ, ଡୁମୁରିଆ ଆର.ଆଇ ସ୍ମୃତିରଞ୍ଜନ ଧୀର, ମୂଷାଖରୀ ଆର.ଆଇ ସାର୍ଥକ ସାରଥୀ ବାରିକ, ପାଟଣା ଆର.ଆଇ ସତ୍ୟବ୍ରତ ସାହୁ ପ୍ରମୁଖ ସାମିଲ ଥିଲେ । ସେହିପରି ତହସିଲଦାର ତାପସ ରଞ୍ଜନ ଦେହୁରୀ ତୁରୁମୁଙ୍ଗା ଆର.ଆଇ ସର୍କଲର ତେନ୍ତେଳା ଗ୍ରାମରେ ଗଛିତ ଥିବା ବେଆଇନ ବାଲି ଡିପରୁ ୫୦ ହଜାର ଟଙ୍କା ଏବଂ ରାଜନଗର ଆର.ଆଇ ସର୍କଲ ମୁରୁସୁଆଁରେ ଗଛିତ ଥିବା ବେଆଇନ ବାଲି ଡିପରୁ ୬୫ ହଜାର ଟଙ୍କା ଜୋରିମାନା ଆଦାୟ କରିଛନ୍ତି। ତହସିଲଦାରଙ୍କ ଘନ ଘନ ଚଢ଼ାଉକୁ ନେଇ ଏବେ ପାଟଣା ଅଞ୍ଚଳର ବାଲି ମାଫିଆଙ୍କ ମଧ୍ୟରେରେ କୋକୁଆ ଭୟ ସୃଷ୍ଟି ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!