Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ଓଲଟିପଡ଼ିଲା ଟ୍ରାକ୍ଟର, ଡ୍ରାଇଭରଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
July 1, 2021
in Accident, State
ଭାରସାମ୍ୟ ହରାଇ ଓଲଟିପଡ଼ିଲା ଟ୍ରାକ୍ଟର, ଡ୍ରାଇଭରଙ୍କ ମୃତ୍ୟୁ
95
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ଓଲଟିପଡ଼ିଲା ଟ୍ରାକ୍ଟର। ଏହି ଟ୍ରାକ୍ଟର ତଳେ ଚାପି ହୋଇ ଚାଲିଗଲା ଜଣଙ୍କର ଜୀବନ। ବଲାଙ୍ଗୀର ଜିଲ୍ଲା ଟିକ୍ରାପଡା ଫାଣ୍ଡି ଅନ୍ତର୍ଗତ ଗୁଦରା ମୁଣ୍ଡା ଗ୍ରାମରେ ଘଟିଛି ଏହିଭଳି ଏକ ଅଭାବନୀୟ ଘଟଣା। ୩୦ ବର୍ଷର ଜଣେ ଯୁବକ ଟ୍ରାକ୍ଟର ତଳେ ଚାପିହୋଇ ମୃତ୍ୟୁବରଣ କରିଛନ୍ତି। ମୃତ ଡ୍ରାଇଭର ଜଣକ ଗାଁ ମୁଣ୍ଡରେ ଥିବା ଉଦେମହାକୁଡ଼ଙ୍କ ଚାଷଜମିକୁ ଟ୍ରାକ୍ଟର ନେଇ ନଙ୍ଗଳ କରିବାକୁ ଯାଇଥିଲେ। ଠିକ ସେହି ସମୟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟିପଡି ଡ୍ରାଇଭରଙ୍କ ଉପରେ ଚାପି ହୋଇଥିଲା। ଏହା ଫଳରେ ଘଟଣା ସ୍ଥଳରେ ହିଁ ଡ୍ରାଇଭରଙ୍କ ପ୍ରାଣବାୟୁ ଉଡିଯାଇଥିଲା। ମୃତ ଡ୍ରାଇଭରଙ୍କର ଦୁଇଟି ଛୋଟ ଛୋଟ ଛୁଆ ଥିବା ମଧ୍ୟ ଜାଣିବାକୁ ମିଳିଛି। ପରେ ସ୍ଥାନୀୟ ପୋଲିସ ଖବର ପାଇ ଘଟଣା ସ୍ଥଳକୁ ପହଂଚି ମୃତଦେହ ଉଦ୍ଧାର କରିବା ସହ ଅଧିକ ତଦନ୍ତ କରୁଥିବା ଜାଣିବାକୁ ମିଳିଛି। ଆଜିସକାଳୁ ମୃତଦେହକୁ କଣ୍ଟାବାଞ୍ଜି ଡାକ୍ତରଖାନାକୁ ବ୍ୟବଛେଦ ପାଇଁ ଅଣାଯାଇ ଶବ ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ମୃତ ଡ୍ରାଇଭରର ପରିବାରକୁ ସରକାରଙ୍କ ତରଫରୁ ତୁରନ୍ତ ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଗ୍ରାମବାସୀ ଦାବି ଜଣାଇଛନ୍ତି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!