Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଫଲାଇନ ମେଟ୍ରିକ୍ ପରୀକ୍ଷା ପାଇଁ ତାରିଖ ଘୋଷଣା କଲେ ସରକାର

by ସଞ୍ଜୟ ସ୍ୱାଇଁ
July 1, 2021
in Education, State
ଅଫଲାଇନ ମେଟ୍ରିକ୍ ପରୀକ୍ଷା ପାଇଁ ତାରିଖ ଘୋଷଣା କଲେ ସରକାର
242
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପରୀକ୍ଷା ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ବର୍ଦ୍ଧିତ ଅସନ୍ତୋଷକୁ ଦୃଷ୍ଟିରେ ରଖି ନୂତନ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି ସରକାର । ଆସନ୍ତା ଜୁଲାଇ ୩୦ ତାରିଖରୁ ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ ପରୀକ୍ଷା କରିବା ସମ୍ପର୍କରେ ଘୋଷଣା କରିଛନ୍ତି । ପରୀକ୍ଷା ପାଇଁ ଆସନ୍ତା ଜୁଲାଇ ୫ ତାରିଖରୁ ଫର୍ମପୂରଣ ଆରମ୍ଭ ହେବ । ୫-୧୪ ମଧ୍ୟରେ ଫର୍ମ ଫିଲପ୍ କରି ଛାତ୍ରଛାତ୍ରୀ ଏହି ପରୀକ୍ଷାରେ ଅଂଶଗ୍ରହଣ କରିବେ । ନିଜ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଏହି ପରୀକ୍ଷାରେ ଅଂଶଗ୍ରହଣ କରିପାରିବେ । କରୋନା କାରଣରୁ ମେଟ୍ରିକ୍ ପରୀକ୍ଷା ବାତିଲ କରାଯାଇଥିବା ବେଳେ ପୂର୍ବ ପ୍ରଦର୍ଶନ ଆଧାରରେ ଛାତ୍ରଛାତ୍ରୀଙ୍କୁ ପାଶ କରାଯାଇଥିଲା । ରେକର୍ଡ ପାଶହାର ହୋଇଥିଲେ ହେଁ ମାର୍କକୁ ନେଇ ବହୁତ ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!