Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୭ ତମ ସ୍ଥାନରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା

by ସଞ୍ଜୟ ସ୍ୱାଇଁ
July 2, 2021
in Lifestyle, NATIONAL NEWS
୨୭ ତମ ସ୍ଥାନରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା
118
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ୨୦୨୧ର ଇନଷ୍ଟାଗ୍ରାମ ରିଚ୍‌ ତାଲିକାରେ ୨୭ ତମ ସ୍ଥାନ ଅଧିକାର କରିଛନ୍ତି। ଏହି ତାଲିକାରେ ସ୍ଥାନ ପାଇଥିବାଲ ପ୍ରଥମ ଭାରତୀୟ ଅଭିନେତ୍ରୀ ହେଉଛନ୍ତି ପ୍ରିୟଙ୍କା। ସେ ଫଟୋ-ବ୍ଲଗିଂ ଆପରେ ସେୟାର କରିଥିବା ପ୍ରତ୍ୟେକ ପ୍ରମୋସନାଲ ପୋଷ୍ଟ ପାଇଁ ୪୦୩,୦୦୦ ଡଲାର (ଆନୁମାନିକ ୩ କୋଟି ଟଙ୍କା) ରୋଜଗାର କରୁଛନ୍ତି। ଭାରତୀୟ କ୍ରିକେଟ୍ ଅଧିନାୟକ ବିରାଟ କୋହଲି ଏହି ତାଲିକାରେ ୧୯ ତମ ସ୍ଥାନରେ ଅଛନ୍ତି। ସେ ପ୍ରତି ପୋଷ୍ଟରେ ୬୮୦,୦୦୦ ଡଲାର ବା ଆନୁମାନିକ ୫.୦୮ କୋଟି ଟଙ୍କା ରୋଜଗାର କରୁଛନ୍ତି। ଦ୍ୱିତୀୟ ସ୍ଥାନରେ ପୂର୍ବତନ ଡବ୍ଲ୍ୟୁଡବ୍ଲ୍ୟୁଇ ରେସ୍‌ଲର୍‌ ଡ୍ବାୱେନ ଜନସନ ରହିଥିବା ବେଳେ ଏହି ତାଲିକାରେ ଶୀର୍ଷରେ ଅଛନ୍ତି ଫୁଟବଲର କ୍ରିଷ୍ଟିଆନୋ ରୋନାଲଡୋ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!