Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁଲ୍‌ ଚିକିତ୍ସା ପାଇଁ ଚାଲିଗଲା ନବବିବାହିତାଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
July 3, 2021
in Health, State
ଭୁଲ୍‌ ଚିକିତ୍ସା ପାଇଁ ଚାଲିଗଲା ନବବିବାହିତାଙ୍କ ଜୀବନ
324
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା । ଭୁବନେଶ୍ୱର ଫାୟାରଷ୍ଟେସନ ସ୍ଥିତ ବିବେକାନନ୍ଦ ହସ୍ପିଟାଲରେ ଉତ୍ତେଜନା । ବିବାହର ମାତ୍ର ୧୨ ଦିନରେ ମହିଳାଙ୍କ ଅସ୍ଵାଭାବିକ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଛି । ହସ୍ପିଟାଲ ପରିସରରେ ଉତ୍ତେଜନା । ଭୁଲ ଚିକିତ୍ସା ପାଇଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । ଶୁକ୍ରବାର ବିଳମ୍ବିତ ରାତିରେ ମହିଳାଙ୍କ ପିଠିରେ ଯନ୍ତ୍ରଣା ହେବାରୁ ମେଡିକାଲରେ ଭର୍ତି ହୋଇଥିଲେ ନବ ବିବାହିତା । ଡାକ୍ତର ଇଞ୍ଜେକ୍ସନ ଦେବା ପରେ ତାଙ୍କର ହଠାତ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତ୍ୟୁର କାରଣ ବିଷୟରେ ପଚାରିବାରୁ ମୃତ ମହିଳାଙ୍କ ଭାଇଙ୍କୁ ହସ୍ପିଟାଲ ସିକ୍ୟୁରିଟ ଅଫିସର ମାରଧର କରିଥିବା ଅଭିଯୋଗ ହୋଇଛି । ଘଟଣା ସ୍ଥଳରେ ଉତେଜନା ଲାଗି ରହି ଥିବାରୁ ନୟାପଲ୍ଲୀ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ସେପଟେ ହସ୍ପିଟାଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ ଜ୍ଝ ମୃତ ମହିଳା ପ୍ରିୟଙ୍କା ପଟ୍ଟନାୟକ । ଘର ମେଣ୍ଢାଶାଳ । କିଛି ଦିନ ତଳେ ସେ ବରମୁଣ୍ଡା ଅଂଚଳରେ ବିବାହ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!