Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପତ୍ନୀଙ୍କୁ ଛାଡପତ୍ର ଦେବେ ଅଭିନେତା ଅମୀର ଖାନ

by ସଞ୍ଜୟ ସ୍ୱାଇଁ
July 3, 2021
in Lifestyle, NATIONAL NEWS
ପତ୍ନୀଙ୍କୁ ଛାଡପତ୍ର ଦେବେ ଅଭିନେତା ଅମୀର ଖାନ
400
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବିବାହର ୧୫ ବର୍ଷ ପରେ ଛାଡପତ୍ର ନେବେ ବଲିଉଡ୍‌ ଅଭିନେତା ଅମୀର ଖାନ ଏବଂ ପତ୍ନୀ କିରଣ ରାଓ। ଏ ନେଇ ଅମୀର ଖାନ ଏବଂ କିରଣ ରାଓ ଆଜି ଏକ ମିଳିତ ବିବୃତ୍ତି ପ୍ରଦାନ କରିଛନ୍ତି। ବିବୃତ୍ତି ଅନୁଯାୟୀ, “ଏହି ୧୫ ଧରି ସମ୍ପର୍କ ମଧ୍ୟରେ ଆମେ ଆମ ଜୀବନରେ ସୁନ୍ଦର ଅନୁଭୂତି, ଆନନ୍ଦ ଏବଂ ହସ ବାଣ୍ଟିଛୁ ଏବଂ ଆମର ସମ୍ପର୍କ କେବଳ ବିଶ୍ୱାସ, ସମ୍ମାନ ଏବଂ ପ୍ରେମରେ ବଢିଛି। ବର୍ତ୍ତମାନ ଆମେ ଆମ ଜୀବନରେ ଏକ ନୂତନ ଅଧ୍ୟାୟ ଆରମ୍ଭ କରିବାକୁ ଚାହୁଁଛୁ। ଏହା ସ୍ୱାମୀ-ସ୍ତ୍ରୀ ଭାବରେ ନୁହେଁ, ବରଂ ପରସ୍ପର ପାଇଁ କୋ ପ୍ୟାରେଣ୍ଟ ଏବଂ ପରିବାର ଭାବରେ ରହିବାକୁ ସେମାନେ କହିଛନ୍ତି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!