Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେସବୁକ୍ ଓ ଗୁଗୁଲକୁ ପ୍ରଶଂସା କଲେ କେନ୍ଦ୍ର ସରକାର

by ସଞ୍ଜୟ ସ୍ୱାଇଁ
July 3, 2021
in State, Technology
ଫେସବୁକ୍ ଓ ଗୁଗୁଲକୁ ପ୍ରଶଂସା କଲେ କେନ୍ଦ୍ର ସରକାର
48
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଆଇଟି କ୍ଷେତ୍ରରେ ସ୍ୱଚ୍ଛତା ଆଣିଥିବାରୁ ଫେସବୁକ୍ ଓ ଗୁଗୁଲ୍ ସଂସ୍ଥାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସରକାରଙ୍କ ନୂତନ ଆଇଟି ନିୟମ ଲାଗୁ ହେବା ପରେ ଗୁଗୁଲ୍, ଫେସବୁପ୍ ଏବଂ ଇନଷ୍ଟାଗ୍ରାମ ପରି ସୋସିଆଲ ମିଡିଆରୁ ଆପତ୍ତିଜନକ ପୋଷ୍ଟ ହଟାଇ ସ୍ୱଚ୍ଛତା ଆଣିଥିବା ଏକ ବଡ଼ ପଦକ୍ଷେପ ବୋଲି କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ପ୍ରକାଶ କରିଛନ୍ତି । ଫେଓବୁକ୍ ୩୦ମିଲିୟନରୁ ଅଧିକ ପୋଷ୍ଟ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ବେଳେ ଇନଷ୍ଟାଗ୍ରାମ ୨ମିଲିୟନ ପୋଷ୍ଟ ହଟାଇଛି । ସେହିପରି ଭାବେ ଗୁଗୁଲ୍ ଓ ୟୂଟ୍ୟୁବ୍ ୫୯ହଜାର ୩୫୦ ଲିଙ୍କ୍ ହଟାଇ ଦେଇଥିବା ଜଣାପଡିଛି । ସୋସିଆଲ ମିଡିଆରୁ ଗୁଗୁଲ୍ ଓ ଫେସବୁକ ଯେଉଁ ସ୍ୱଚ୍ଛତା ଆଣିଛନ୍ତି ତାହା କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଭଲ ଲାଗିଥିବା ନେଇ ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!