Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଠାତ ବଜ୍ରପାତ ହେତୁ ଚାଲିଗଲା ଗୃହପାଳିତ ପଶୁଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
July 4, 2021
in State
ହଠାତ ବଜ୍ରପାତ ହେତୁ ଚାଲିଗଲା ଗୃହପାଳିତ ପଶୁଙ୍କ ଜୀବନ
95
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ବଜ୍ରାଘାତରେ ଅଭାବନୀୟ ଘଟଣା। ବାଂଶପାଳ ବ୍ଲକରେ ଗୋରୁ ଓ ମେଣ୍ଢା ମୁତ୍ୟୁବରଣ କରିଛନ୍ତି। କାଦକଳା ଗ୍ରାମରେ ଆନନ୍ଦ ଦେହୁରୀ ଜଙ୍ଗଲରେ ଗାଈ ଚରାଉଥିବା ବେଳେ ବର୍ଷା ହୋଇଥିଲା। ଏହି ସମୟରେ ଗୋରୁପଲ ଏକ ଜାମୁ ଗଛ ମୂଳରେ ଆଶ୍ରୟ ନେଇଥିଲେ। ହଠାତ ବଜ୍ରପାତ ହୋଇଥିଲା। ବଜ୍ରପାତରେ ୩୦ଟି ଗାଈ, ବଳଦ ଓ ୩୬ଟି ମେଣ୍ଢାର ମୁତ୍ୟୁ ହୋଇଥିବା ବେଳେ ଭାଲିଆଡାଳ ଗ୍ରାମରେ ମଧ୍ୟ ୨ଟି ଗୋରୁ ପ୍ରାଣ ହରାଇଛନ୍ତି। କାଦକଳା ଗ୍ରାମର ବେଣୁ ଠାକୁରଙ୍କ ୫ଟି, ନଟବର ବେହେରାଙ୍କ ୧୦ଟି, ଚେମଣା ବେହେରାଙ୍କ ୫ଟି, କୀର୍ତ୍ତନ ବେହେରାଙ୍କ ୫ଟି, ନିତ୍ୟାନନ୍ଦ ବେହେରାଙ୍କ ୫ଟି ଗାଈ, ବଳଦ ଓ ଛୋଟ ବାଛୁରୀ, ବାଡ଼ିଆ ବେହେରାଙ୍କ ୧୮ଟି ମେଣ୍ଢା, ପ୍ରଫୁଲ୍ଲ ବେହେରାଙ୍କ ୧୮ଟି ମେଣ୍ଢା ପ୍ରାଣ ହରାଇଥିବା ବେଳେ ଭାଲିଆ ଡାଳ ଗ୍ରାମର ପଦ୍ମ ନାଏକଙ୍କ ୨ଟି ଗୋରୁ ଘର ନିକଟରେ ଚରୁଥିବା ସମୟରେ ହଠାତ ବଜ୍ରାପାତ ଘଟି ପ୍ରାଣ ହରାଇଛନ୍ତି। ତେବେ ଗୋରୁ ଚରାଳି ଆନନ୍ଦ ଦେହୁରୀ ଦୌଡ଼ି ପଳାଇବାରୁ ଅଳ୍ପକେ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଏତେ ସଂଖ୍ୟାରେ ଗୋରୁ ପ୍ରାଣ ହରାଇଥିବା ବାଂଶପାଳ ତହସିଲଦାର ସପନ କୁମାର ସାହୁ ପଂହଁଚି କ୍ଷତିଗ୍ରସ୍ଥ ଚାଷୀଙ୍କୁ ବୁଝାସୁଝା କରିବା ସହିତ ଘଟଣାର ଅନୁଧ୍ୟାନ କରୁଛନ୍ତି। ପ୍ରାଣୀ ଚିକିତ୍ସା ଅଧିକାରୀ ପହଞ୍ଚିବା ପରେ ବ୍ୟବଛେଦ କରାଯିବ ବୋଲି ଜଣାପଡିଛି। ତେବେ ଅସହାୟ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!