Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା

by ସଞ୍ଜୟ ସ୍ୱାଇଁ
July 5, 2021
in Planning and Development, State
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା
120
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଅନ୍ନ ଯୋଜନାର ଚତୁର୍ଥ ପର୍ୟ୍ୟାୟ ଆରମ୍ଭ। କୋଭିଡ୍‌ ମହାମାରୀ ସମୟରେ ଏହି ଖାଦ୍ୟ ସୁରକ୍ଷା ଯୋଜନା ଅଧିନରେ ପ୍ରତ୍ୟେକ ହିତାଧିକାରୀଙ୍କୁ ମାସିକ ମୁଣ୍ଡ ପିଛା ୫ କେଜି ଲେଖାଏଁ ଚାଉଳ କିମ୍ବା ଗହମ ଦିଆଯିବ। ଯୋଜନାର ଚତୁର୍ଥ ପର୍ୟ୍ୟାୟ ସମ୍ପ୍ରସାରଣ ଦ୍ୱାରା ଉପକୃତ ହେବେ ଓଡ଼ିଶାର ୩ କୋଟି ୨୪ ଲକ୍ଷ ହିତାଧିକାରୀ। ସ୍କିମ ଅଧିନରେ କେନ୍ଦ୍ର ସରକାର ଜୁଲାଇରୁ ନଭେମ୍ବର ଯାଏ ହିତାଧିକାରୀଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇବେ ଖାଦ୍ୟ ଶସ୍ୟ। ଏଥିପାଇଁ ରାଜ୍ୟକୁ ୧.୦୮ ଲକ୍ଷ ମେଟ୍ରିକ ଟନ୍‌ ଗହମ ଓ ୭.୦୩ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ଆବଣ୍ଟନ କରିଛନ୍ତି କେନ୍ଦ୍ର ସରକାର। ଚତୁର୍ଥ ପର୍ୟ୍ୟାୟ ସମ୍ପ୍ରସାରଣ କାରଣରୁ କେନ୍ଦ୍ର ସରକାର ମୋଟ ୩ ହଜାର ୪୪ କୋଟି ଟଙ୍କା ବହନ କରିବେ। ହିତାଧିକାରୀଙ୍କୁ ଚାଉଳ ଓ ଗହମ ଆବଣ୍ଟନ ଲାଗି ଏଫସିଆଇ ଚାଉଳ କିଲୋ ୩୯ ଟଙ୍କା ଓ ଗହମ ୨୮ ଟଙ୍କାରେ କ୍ରୟ କରିଛି। ଏହାପୂର୍ବରୁ ତୃତୀୟ ପର୍ୟ୍ୟାୟରେ ମେ’ ଓ ଜୁନ୍‌ ଦୁଇ ମାସ ପାଇଁ ୨.୮୨ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ଏବଂ ୪୩ ହଜାର ମେଟ୍ରିକ ଟନ୍‌ ଗହମ ହିତାଧିକାରୀଙ୍କୁ ଦିଆଯାଇଛି। ତୃତୀୟ ପର୍ୟ୍ୟାୟରେ ଓଡ଼ିଶା ହିତାଧିକାରୀଙ୍କୁ ଖାଦ୍ୟଶସ୍ୟ ଆବଣ୍ଟନ ପାଇଁ ୧୨୨୦ କୋଟି ଖର୍ଚ୍ଚ କରିଥିଲେ କେନ୍ଦ୍ର ସରକାର।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!