Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୂଅରୁ ପାଣି ପମ୍ପ ଚୋରି, ୪ ଜଣ ଗିରଫ, ୧୯ଟି ପାଣି ପମ୍ପ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 6, 2021
in Crime, State
କୂଅରୁ ପାଣି ପମ୍ପ ଚୋରି, ୪ ଜଣ ଗିରଫ, ୧୯ଟି ପାଣି ପମ୍ପ ଉଦ୍ଧାର
99
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଏକ ବଡ଼ ଧରଣର ପାଣି ପମ୍ପ ଚୋରି ରାକେଟକୁ ଠାବ କରିଛି ଢେଙ୍କାନାଳ ଟାଉନ ଥାନା ପୋଲିସ । ଏହି ରାକେଟର ୪ଜଣ ସଦସ୍ୟଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠୁ ୧୯ଟି ପାଣି ପମ୍ପ୍ ଉଦ୍ଧାର କରାଯାଇଛି । ଗିରଫ ଯୁବକମାନେ ସମସ୍ତେ ଢେଙ୍କାନାଳ ସହରର ବୋଲି ଜଣାପଡିଛି । ଉଦ୍ଧାର ପାଣି ପମ୍ପ ମଧ୍ୟରେ ଅଧିକାଂଶ ସମରସେବଲ ପାଣି ପମ୍ପ ରହିଛି । ଏହି ପମ୍ପ ଗୁଡିକ ଢେଙ୍କାନାଳ ସହରର ବିଭିନ୍ନ ଲୋକଙ୍କ କୂଅରୁ ଚୋରି ହୋଇଥିବା ଜଣାପଡିଛି । ଏ ସମ୍ପର୍କରେ ଗୋଟିଏ ଦୁଇଟି ଅଭିଯୋଗ ହେବାରୁ ଟାଉନ ପୁଲିସ ବିଭିନ୍ନ ସ୍ଥାନରେ ଚଢଉ କରିଥିଲା । ଏହାପରେ ହିଁ ପୋଲିସ ରାକେଟକୁ ଠାବ କରିବାରେ ସକ୍ଷମ ହୋଇଥିଲା ବୋଲି ଟାଉନ୍ ଥାନା ଅଧିକାରୀ ପ୍ରକାଶ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!