Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରେନ୍ ଟ୍ରାକରୁ ନନଜାତ ଶିଶୁର ମୃତ ଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 6, 2021
in Crime
ଟ୍ରେନ୍ ଟ୍ରାକରୁ ନନଜାତ ଶିଶୁର ମୃତ ଦେହ ଉଦ୍ଧାର
47
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଟ୍ରେନ୍ ଟ୍ରାକରୁ ମିଳିଲା ନବଜାତ ଶିଶୁଙ୍କ ମୃତ ଦେହ । ଏଭଳି ଅଭାବନୀୟ ଘଟଣା ଘଟିଛି ଶିଶୁଭବନ ଟ୍ରେନ୍ ଟ୍ରାକରୁ । କେହି ଜଣେ ଦୁବୃତ୍ତ ନବଜାତ ଶିଶୁକୁ ଟ୍ରେନ୍ ଟ୍ରାକକୁ ଫିଙ୍ଗି ଦେଇଛି । ଖବର ପାଇ ଘଟଣାସ୍ଥରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୂସାରେ, ଭୁବନେଶ୍ଵର ଶିଶୁଭବନ ଟ୍ରେନ୍ ଟ୍ରାକ୍ରୁ ଆଜି ଏକ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ନବଜାତକର ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। କେହି ଜନ୍ମ କରିବା ପରେ ଶିଶୁଭବନ ଓଭରବ୍ରିଜ୍ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ତେବେ ନବଜାତକର ମୃତଦେହ ନିକଟରେ ଏକ ପ୍ରତିଷ୍ଠିତ ଘରୋଇ ମେଡିକାଲର କାଗଜପତ୍ର ପଡିଥିବା ଦେଖିବାକୁ ମିଳିଛି। ଆଜି ସକାଳେ ସ୍ଥାନୀୟ ଲୋକମାନେ ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଶିଶୁପୁତ୍ରର ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!