Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟିନେଲେ ଟଙ୍କା

by ସଞ୍ଜୟ ସ୍ୱାଇଁ
July 6, 2021
in Crime, State
ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟିନେଲେ ଟଙ୍କା
132
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ବାଲିଅନ୍ତା ଥାନା ପୁରୁଣା ଜଗନ୍ନାଥ ସଡକ ହୀରାପୁରଠାରେ ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀଙ୍କ ଠାରୁ ଲୁଟ୍ । ଦୁଇ ଜଣ ଲୁଟେରା ଏକ ବାଇକ୍ ରେ ଆସି ୪୦ ହଜାର ଟଙ୍କା ଲୁଟ୍ କରି ଫେରାର ହୋଇଯାଇଛନ୍ତି । ସତିନ୍ କ୍ରେଡିଟ୍ କେୟାର ନେଟୱର୍କ ସଂସ୍ଥାର କର୍ମଚାରୀ ଭୋଳା ଶଙ୍କର ବେହେରା ବାଲିପାଟଣା ଏବଂ ବାଲିଅନ୍ତାର କିଛି ଗ୍ରାମରୁ ଋଣ ଟଙ୍କା ସଂଗ୍ରହ କରି ଫେରୁଥିଲେ । ବାଲିଅନ୍ତା ପୁରୁଣା ଜଗନ୍ନାଥ ସଡକ ହିରାପୁର ନିକଟରେ ଦୁଇ ଜଣ ଲୁଟେରା ବାଇକରେ ଆସି ଭୋଳାଙ୍କୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ । ଏଥିରେ ଭୋଳା ତଳେ ପଡିଯିବା ସହ ଟଙ୍କା ବ୍ୟାଗ୍ କିଛି ଦୂରକୁ ଛିଟିକି ପଡିଥିଲା । ଲୁଟେରାମାନେ ସଙ୍ଗେ ସଙ୍ଗେ ଟଙ୍କା ବ୍ୟାଗ୍ ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଏ ନେଇ ଭୋଳା ବାଲିଅନ୍ତା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!