Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାରା ରୋପଣ

by ସଞ୍ଜୟ ସ୍ୱାଇଁ
July 6, 2021
in Feature News
ଚାରା ରୋପଣ
458
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଓଡ଼ଗାଁ ଇଣ୍ଡିଆନ ଅଏଲ ପେଟ୍ରୋଲ ଟାଙ୍କି ସାମ୍ନାରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଦେଇ ଆଖୁପଦର ଯାଇଥିବା ରାସ୍ତାର ଉଭୟ ପାର୍ଶ୍ବରେ ବିଭିନ୍ନ ପ୍ରକାରର ଫୁଲ ଫଳ ଜାତୀୟ ବୃକ୍ଷର ଚାରା ରୋପଣ କରାଯାଇଛି । ଓଡ଼ଗାଁ ତାଲୁକ୍ ଲିଗାଲ ସର୍ଭିସ୍ ଓ ନୟାଗଡ଼ ଜିଲ୍ଲା ବନ ବିଭାଗର ମିଳିତ ଆନୁକୁଲ୍ୟରେ ଆଜି ପ୍ରଥମ ଦିନରେ ପ୍ରାୟ ୫୦ ଉର୍ଦ୍ଧ ଚାରା ରୋପଣ କରାଯାଇଛି । ଓଡ଼ଗାଁ ଆଡିସନାଲ ସେସ୍କନ ଜଜ ଶିବାଶିଷ ଗିରି, ସିଭିଲ ଜଜ ଅପୁର୍ବ ରାୟ, ଗ୍ରାମ୍ୟ ନ୍ୟାୟାଳୟ ଅଧିକାରୀ ସୁଧାବାଇ ଅଗ୍ରୱାଲ, ଜିଲ୍ଲା ବନଖଣ୍ଡ ଅଧିକାରୀ ଧନରାଜ ଏଚ ଡି, ରେଞ୍ଜର ଅମ୍ରିତ କୁମାର ସାହୁଙ୍କ ସହ ସମସ୍ତ ବନ କର୍ମଚାରୀ ଓ ଅଦାଲତ କର୍ମଚାରୀ ମାନେ ମିଳିତ ଭାବେ ଚାରା ରୋପଣ କରି ପ୍ରଥମ ଜଳ ପ୍ରଦାନ କରିଥିଲେ । କୃଷ୍ଣଚୂଡ଼ା, ମହିଷୁର କୁଇନ ଏବଂ ଅନ୍ୟାନ୍ୟ ଫଲଫଳ ଚାରା ରୋପଣ କରାଯାଇଥିଲା । ରାସ୍ତା ପାର୍ଶ୍ବ ତାରାଗୁଡ଼ିକୁ ସୁରକ୍ଷା ପାଇଁ ଅଟେଇର ବ୍ୟବସ୍ଥା କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!