Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଦ୍ରକ ଜିଲ୍ଲାରେ ପ୍ରତିଷ୍ଠା ହେବ ଅର୍ବାନ ପିଏଚସି

by ସଞ୍ଜୟ ସ୍ୱାଇଁ
July 7, 2021
in State
ଭଦ୍ରକ ଜିଲ୍ଲାରେ ପ୍ରତିଷ୍ଠା ହେବ ଅର୍ବାନ ପିଏଚସି
48
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ନୂତନ ଅର୍ବାନ ପିଏଚସି ପାଇଁ ଚିହ୍ନଟ ହେଲା ସ୍ଥାନ । ବିଧାୟକ, ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ସହ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ସ୍ଥାନ ନିରୂପଣ ହୋଇଛି । ଭଦ୍ରକ ଜିଲ୍ଲା ଏରେଇଁ ଗ୍ରାମ ପଞ୍ଚାୟତଠାରେ ଏକ ନୂତନ ଅର୍ବାନ ପିଏଚସି ପ୍ରତିଷ୍ଠା ହେବ । ଅର୍ବାନ ପିଏଚସି ପାଇଁ ଏରେଇଁ ପଞ୍ଚାୟତରେ ବହୁ ସ୍ଥାନ ଚିହ୍ନଟିକରଣ ହୋଇଥିଲା । କିନ୍ତୁ ନିର୍ଦ୍ଧିଷ୍ଟ ସ୍ଥାନ ପାଇଁ ଭଦ୍ରକ ତହସିଲଦାର, ଭଦ୍ରକ ବିଧାୟକ, ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ସହ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ଏରେଇଁ ଗ୍ରାମକୁ ଯାଇ ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଥିଲେ । ପରେ ନୂତନ ଅର୍ବାନ ପିଏଚସି ପାଇଁ ସ୍ଥାନ ନିରୂପଣ କରିଥିଲେ । ପ୍ରତିଷ୍ଠା ନେଇ ସ୍ଥାନ ନିରୂପଣ ପରେ ସ୍ଥାନୀୟ ଲୋକେ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ତେବେ ସ୍ଥାନୀୟ ଅଞ୍ଚଳରେ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠା ପାଇଁ ବିଧାୟକଙ୍କ ନିକଟରେ ସ୍ଥାନୀୟ ସରପଞ୍ଚ ଅଶ୍ୱିନୀ ରଣାଙ୍କ ମାଧ୍ୟମରେ ବହୁଥର ନିଜ ଦାବି ରଖିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!