Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋପାଳ ସମାଜର ଗୃହ ଉଦଘାଟନ

by ସଞ୍ଜୟ ସ୍ୱାଇଁ
July 7, 2021
in Feature News, State
ଗୋପାଳ ସମାଜର ଗୃହ ଉଦଘାଟନ
90
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଷୋହଳ ଖଣ୍ଡ ଗୋପାଳ ସମାଜର ଗୃହ ଉଦଘାଟନ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରାରମ୍ଭିକ ଶୁଭ ଉଦଘାଟନ କରିଥିଲେ । ସୂଚନାନୁସାରେ, ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ଅନ୍ତର୍ଗତ ରୁମାଗଡ଼ ଗ୍ରାମର ଷୋହଳ ଖଣ୍ଡ ଗୋପାଳ ସମାଜର ଗୃହ ଉଦଘାଟନ ହେବା ସହ ଶାନ୍ତି ଗୃହ ପୂଜନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ବିଧାୟକ ଶ୍ରୀ ସାହୁଙ୍କ ସହ ଗୋପାଳ ସମାଜର ସଭାପତି ଗଙ୍ଗାଧର ଗୌଡ, ଉପ ସଭାପତି ମଢିଆ ଗୌଡ, ସଂପାଦକ ସିମାଞ୍ଚଳ ମହାଙ୍କୁଡ, ସ୍ଥାନୀୟ ଜନପ୍ରତିନିଧି ଓ ଗ୍ରାମବାସୀ ମାନେ କୋଭିଡ୍ ନିୟମ ପାଳନ କରି ଉପସ୍ଥିତି ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!