Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୧୧ତାରିଖ ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ

by ସଞ୍ଜୟ ସ୍ୱାଇଁ
July 8, 2021
in State
ଆସନ୍ତା ୧୧ତାରିଖ ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ
87
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୧୧ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ହେବ। ଏଥିପାଇଁ ମହାନଦୀର ତଳମୁଣ୍ଡରେ ଥିବା ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଆସନ୍ତା ୧୧ତାରିଖ ଦିନ ୧୧ଟା ସମୟରେ ହୀରାକୁଦ ଜଳଭଣ୍ଡରରୁ ଚଳିତବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ହେବ। ବନ୍ୟା ଜଳ ନିଷ୍କାସନ ଦ୍ୱାରା ମହାନଦୀ ଓ ତା’ର ଶାଖା ନଦୀର ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମହାନଦୀ ପ୍ରବାହିତ ହେଉଥିବା ତଳମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ରହିବାକୁ ମଧ୍ୟ ସୂଚନା ଦିଆଯାଇଥିବା ଡ୍ୟାମ କର୍ତ୍ତୃପକ୍ଷ କହିଛନ୍ତି। ହୀରାକୁଦ ଜଳଭଣ୍ଡାରର ମୋଟ ୬୪ଟି ସୁଇସ୍ ଗେଟ୍ ଥିବାବେଳେ କେତୋଟି ଗେଟ୍ ଖୋଲାଯିବ ଓ କେତେ ଗେଟ୍ ଦେଇ ଜଳ ନିଷ୍କାସନ ସେ ସମ୍ପର୍କରେ କିଛି ସୂଚନା ମିଳିନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!