Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇପିଏସ୍ ସ୍ତରରେ ଅଦଳବଦଳ : ପ୍ରତ୍ୟୁଷ ଦିୱାକର ନୂଆପଡ଼ା ଏସ୍ପି

by ସଞ୍ଜୟ ସ୍ୱାଇଁ
July 9, 2021
in Feature News
ମୋ ସ୍ୱାମୀଙ୍କୁ ଝିଅ ଯୋଗଇଦେବାକୁ କହୁଥିଲେ ଡିସିପି
403
VIEWS
Share on FacebookShare on Twitter

ଭୁବନେଶ୍ୱର: ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଏସ୍ ଦେବଦତ୍ତ ସିଂହ ପୁଲିସ ମୁଖ୍ୟାଳୟରେ ଆଇଜି ଭାବେ ନିଯୁକ୍ତି ପାଇଛନ୍ତି । ପିଏସ୍ ପୁରୁଷୋତ୍ତମ ଦାସଙ୍କୁ ନବରଂଗପୁର ଏସ୍ପି ଦାୟିତ୍ୱ ମିଳିଛି । ବରଗଡ଼ରେ ରାହୁଲ ଜୈନ ଏବଂ ଅଖିଳେଶ୍ୱର ସିଂହ ଜଗତସିଂହପୁରରେ ଏସ୍ପି ହୋଇଛନ୍ତି । ପ୍ରତ୍ୟୁଷ ଦିୱାକର ନୂଆପଡ଼ା ଏସ୍ପି ଦାୟିତ୍ୱ ମିଳିଥିବା ବେଳେ କେ.ଆର ଦ୍ୟାନଦେଓଙ୍କୁ ମାଲକାନଗିରିରୁ ମୟୁରଭଂଜ ବଦଳି ହୋଇଛି । ମାଲକାନଗିରି ଏସ୍ପିି ଭାବେ ପିଏସ୍ ମୀନାଙ୍କୁ ନିଯୁକ୍ତି ମିଳିଛି । ପ୍ରକାଶ ଆରକୁ ଭିଜିଲାନ୍ସ ବିଭାଗକୁ ବଦଳି ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!