Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀମନ୍ଦିରର ୪ଟି ଦ୍ୱାରର ଉପରେ ରୁପାର ଛାଉଣୀ କରାଯିବ

by ସଞ୍ଜୟ ସ୍ୱାଇଁ
July 10, 2021
in Feature News
ଶ୍ରୀମନ୍ଦିରରେ ଦିନକରେ ୨ ଥର ବଡ଼ ମହାସ୍ନାନ
32
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ପୁରୀର ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଦ୍ୱାରର ରୂପ ବଦଳି। ଶ୍ରୀମନ୍ଦିରର ୪ଟି ଦ୍ୱାରର ଉପରେ ରୁପାର ଛାଉଣୀ ହେବ। ମୁମ୍ବାଇର ଜଣେ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ଦାନ କରିଥିବା ୧୩୪୫ କେଜି ରୁପା ପୁରୀରେ ପହଞ୍ଚିଛି । ଏ ସମସ୍ତ ରୁପା ଶ୍ରୀମନ୍ଦିର ଭକ୍ତ ନିବାସର ସିଲ୍ କୋଠରୀରେ ରଖାଯାଇଛି। ତେବେ ୪ଟି ଦ୍ୱାରରେ ରୂପା ଛାଉଣୀ କରିବା ପାଇଁ ପ୍ରାୟ ୨ ଟନ୍ ରୂପା ବ୍ୟବହାର କରାଯିବ ବୋଲି ଜଣାପଡ଼ିଛି। ପ୍ରଥମେ ପରୀକ୍ଷାମୂଳକ ଭାବେ ଜୟବିଜୟ ଦ୍ୱାର ଓ ଭୋଗ ମଣ୍ଡପର ଦ୍ୱାରରେ ରୁପା ଛାଉଣୀ କରାଯିବ। ଏହାର ଡିଜାଇନ ଚୂଡାନ୍ତ ହୋଇଥିବା ବେଳେ ପ୍ରାୟ ୧୫ଜଣ କାରିଗର ନିଳାଦ୍ରୀ ଭକ୍ତ ନିବାସରେ କାମରେ ଲାଗିଛନ୍ତି। ଶ୍ରୀମନ୍ଦିରର ୪ ଦ୍ୱାରରେ ରୁପା ଛାଉଣୀ କରିବା ସମୟରେ ମୂଳ ଡିଜାଇନ ଅକ୍ଷୁର୍ଣ୍ଣ ରଖିବା ସହ ଉତ୍କଳୀୟ କଳାସ୍ଥାପତ୍ୟର ଡିଜାଇନକୁ ମଧ୍ୟ ସ୍ଥାନ ଦିଆଯିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!