Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଶ୍ରୟସ୍ଥଳୀରୁ ମିଳିଲା ମୃତଦେହ

by ସଞ୍ଜୟ ସ୍ୱାଇଁ
July 10, 2021
in Crime, State
ଆଶ୍ରୟସ୍ଥଳୀରୁ ମିଳିଲା ମୃତଦେହ
33
VIEWS
Share on FacebookShare on Twitter

କେନ୍ଦ୍ରାପଡା, (ବାଘୁଆବାର୍ତ୍ତା): ରାତ୍ରୀ ଆଶ୍ରୟସ୍ଥଳୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। କେନ୍ଦ୍ରାପଡା ମ୍ୟୁନିସିପାଲଟି ପରିଚାଳିତ ଜୟପୁରା ସ୍ଥିତ ଏକ ରାତ୍ରୀ ଆଶ୍ରୟସ୍ଥଳୀରୁ ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ପଟ୍ଟାମୁଣ୍ଡାଇ ଅଞ୍ଚଳର ପାନ୍ତୁରି ଗ୍ରାମର ସୂର୍ୟ୍ୟକାନ୍ତ ରାଉତ। ପଟ୍ଟାମୁଣ୍ଡାଇ ଅଞ୍ଚଳର ପାନ୍ତୁରି ଗ୍ରାମର ସୂର୍ୟ୍ୟକାନ୍ତ ରାଉତ ଗତ ଜୁଲାଇ ୭ ତାରିଖରୁ କାମ ସନ୍ଧାନରେ ଘରୁ ବାହାରିଥିଲେ। ସେ ଗତକାଲି ଟାଉନ ଥାନା ଅନ୍ତର୍ଗତ ଜୟପୁରା ସ୍ଥିତ ରାତ୍ରୀ ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଥିଲେ। ଆଜି ସକାଳୁ ସୂର୍ୟ୍ୟକାନ୍ତଙ୍କର ଶୋଇବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ସୂର୍ୟ୍ୟକାନ୍ତଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ଏହା ହତ୍ୟା ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ଏନେଇ ରାତ୍ରୀ ଆଶ୍ରୟସ୍ଥଳୀ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମଧ୍ୟ ମିଳିପାରି ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!