Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ବାଘ ଛାଲ ଜବତ, ୪ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 10, 2021
in Crime, State
୪ ବାଘ ଛାଲ ଜବତ, ୪ ଅଭିଯୁକ୍ତ ଗିରଫ
36
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ଓ୍ବାଇଲ୍ଡ ଲାଇଫ୍ କ୍ରାଇମ୍ କଣ୍ଟ୍ରୋଲ ବ୍ୟୁରୋ ଟିମ୍‌ର ଚଢ଼ାଉ । ୪ ବାଘ ଛାଲ ଜବତ ସହ ୪ ଅଭିଯୁକ୍ତ ଗିରଫ । ଘଟଣାର ଅଧିକ ତଦନ୍ତ ଜାରି ରଖାଯାଇଛି । ଓ୍ବାଇଲ୍ଡ ଲାଇଫ୍ କ୍ରାଇମ୍ କଣ୍ଟ୍ରୋଲ ବ୍ୟୁରୋ ଟିମ୍ ଜାଲ ବିଛାଇ ଦକ୍ଷିଣ ବନଖଣ୍ଡ ଶଗଡା ଅଞ୍ଚଳରୁ ୩ କଲରାପତରିଆ ବାଘ ଛାଲ ସହ ଗୋଟିଏ ମହାବଳ ବାଘ ଛାଲ ଜବତ କରିଛି । ଏହି ଚଢାଉରେ କ୍ରାଇମ୍ ବୋର୍ଡ ଅଧିକାରୀ ବିପିନ ଚୌଧୁରୀଙ୍କ ନେତୃତ୍ବରେ ଗରିଆବନ୍ଧ, ନୂଆପଡା ଓ କଳାହାଣ୍ଡି ବନ ଅଧିକାରୀ ସାମିଲ ରହିଥିଲେ । ଏହି ଟିମ୍ ବେପାରୀ ପରିଚୟ ଦେଇ ଆନ୍ତଃ ରାଜ୍ୟ ବନ୍ୟଜନ୍ତୁ ସାମଗ୍ରୀ ଚୋରାଚାଲାଣକାରୀ ଦଳର ପର୍ଦ୍ଦାଫାଶ କରିଥିଲା । ଏହି ରାକେଟ ଓଡ଼ିଶା, ଛତିଶଗଡ, ପଶ୍ଚିମବଙ୍ଗରେ ସକ୍ରିୟ ରହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!