Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚେରମୂଳି ଔଷଧ, ଖାଇଲା ପରେ ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
July 10, 2021
in Crime, State
ଚେରମୂଳି ଔଷଧ, ଖାଇଲା ପରେ ଚାଲିଗଲା ଜୀବନ
44
VIEWS
Share on FacebookShare on Twitter

ପଟ୍ଟାଙ୍ଗି, (ବାଘୁଆବାର୍ତ୍ତା): ଦେଶୀ ଚେରମୂଳି ଔଷଧ ଖାଇ କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ଥାନା ବଦଳିଆଗୁଡ଼ା ଗାଁର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ମୃତକ ଜଣଙ୍କ ହେଲେ ତୋଟାପାଡ଼ିଆ ଗୋପାଳ (୩୭) । ଗୋପାଳ ପ୍ରାୟ ୨ବର୍ଷ ହେଲା ପେଟ ଯନ୍ତ୍ରଣାରେ ଛଟପଟ ହେଉଥିଲେ । ବିଭିନ୍ନ ଡାକ୍ତରଖାନାକୁ ଯାଇ ଚିକିତ୍ସା ହେଉଥିଲେ । କିନ୍ତୁ ତାଙ୍କର ପେଟବ୍ୟଥା କମି ନଥିଲା । ତେଣୁ ଏକ ଦେଶୀ ବୈଦ୍ୟ ନିକଟରୁ କିଛି ଚେରିମୂଳି ଆଣି ଗୁରୁବାର ରାତି ଖାଲି ପେଟରେ ଖାଇଥିଲେ । ତାଙ୍କୁ ଭୀଷଣ ବ୍ୟଥା ହେବା ସହ ସେ ଅଚେତ ହୋଇପଡ଼ିଥିଲେ । ପରିବାର ଲୋକେ ତାଙ୍କୁ ପଟ୍ଟାଙ୍ଗି ଗୋଷ୍ଠୀ ଚିକିତ୍ସାଳୟକୁ ନେଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରାବାର ଦିନ ଗୋପାଳଙ୍କ ମୃତ୍ୟୁ ଘଟିଥିଲା । ପୁଲିସ ଡାକ୍ତରଖାନାରେ ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!