Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା ପାର ହେଉଥିବା ବେଳେ ଟ୍ରକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
July 10, 2021
in Accident, State
ରାସ୍ତା ପାର ହେଉଥିବା ବେଳେ ଟ୍ରକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
47
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ୧୬ ନଂ ଜାତୀୟ ରାଜପଥର କୋରାଇ ଥାନା ତଳଗଡ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତା ପାର ହେଉଥିବା ସମୟରେ ମହିଳାଙ୍କୁ ଧକ୍କା ଦେଲା ଟ୍ରକ୍। ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣଙ୍କ ସ୍ଥାନୀୟ କପିଳଙ୍ଗ ଗ୍ରାମର ବିରେନ୍ଦ୍ର ସେଠୀଙ୍କ ପତ୍ନୀ କଳ୍ପନା ସେଠୀ ବୋଲି ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। କପିଳଙ୍ଗ ଗ୍ରାମର ବିରେନ୍ଦ୍ର ସେଠୀ ଓ ତାଙ୍କ ପତ୍ନୀ କଳ୍ପନା ସେଠୀ ରାସ୍ତା ପାର ହେଉଥିବା ସମୟରେ କେନ୍ଦୁଝର ପଟୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରକ କଳ୍ପନାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ କଳ୍ପନାଙ୍କୁ ଉଦ୍ଧାର କରି ଯାଜପୁର ରୋଡ଼ ମେଡ଼ିକାଲକୁ ନେଇଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!