Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେରନ୍ତାଙ୍କ ଉପରେ ନଜର ରହିଛି : ଡିଏମ୍‌ଇଟ

by ସଞ୍ଜୟ ସ୍ୱାଇଁ
July 11, 2021
in Health, Planning and Development, State
ଫେରନ୍ତାଙ୍କ ଉପରେ  ନଜର ରହିଛି : ଡିଏମ୍‌ଇଟ
116
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମହାରାଷ୍ଟ୍ର ଓ କେରଳ ଫେରନ୍ତାଙ୍କ ଉପରେ ସ୍ୱାସ୍ଥ୍ୟ ବିଭାଗ କଡ଼ା ନଜର ରଖିଛି । ସେଠାରୁ ଆସୁଥିବା ଲୋକଙ୍କ ଟ୍ରେସିଂ, ଟେଷ୍ଟିଂ ଓ ଟ୍ରିଟମେଂଟ ଉପରେ ରାଜ୍ୟ ସରକାର ଅଧିକ ଫୋକସ୍‌ କରିଛନ୍ତି । ମହାରାଷ୍ଟ୍ର ଓ କେରଳରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି ଓ ନୂଆ ମ୍ୟୁଟାଂଟ ଦେଖାଦେଇଛି । ଏହି ଦୁଇ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ବିଭିନ୍ନ ଜିଲ୍ଲାର ଅଙ୍ଗନବାଡ଼ି, ଆଶା ଦିଦି ଓ ସର୍ଭେଲାନ୍ସ କରୁଥିବା ଟିମକୁ ନିର୍ଦ୍ଦେଶ ଦିଆଯାଇଥିବା ଡିଏମ୍‌ଇଟି ନିର୍ଦ୍ଦେଶକ ସି.ବି.କେ ମହାନ୍ତି କହିଛନ୍ତି । କେବଳ ରାଜ୍ୟ ସରକାର ନୁହନ୍ତି, କେନ୍ଦ୍ର ସରକାର ମଧ୍ୟ ପଦକ୍ଷେପ ନେବାକୁ ସେ ମତ ରଖିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!