Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଳନ୍ତା ଟ୍ରେନରେ ଜନ୍ମ ନେଲା ଶିଶୁ ପୁତ୍ର

by ସଞ୍ଜୟ ସ୍ୱାଇଁ
July 11, 2021
in Health, State
ଚଳନ୍ତା ଟ୍ରେନରେ ଜନ୍ମ ନେଲା ଶିଶୁ ପୁତ୍ର
143
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚଳନ୍ତା ଟ୍ରେନରେ ଶନିବାର ଜଣେ ମହିଳା ଶିଶୁତ୍ର ଜନ୍ମ ଦେଇଛନ୍ତି । ଉକ୍ତ ଗର୍ଭବତୀ ମହିଳା ଜଣଙ୍କ ଟ୍ରେନରେ ଯାତ୍ରା କରୁଥିବାବେଳେ ଶିଶୁ ପୁତ୍ରକୁ ଜନ୍ମ ଦେବା ପରେ ତାଙ୍କୁ ମେରିସାହେଲି ଟିମ୍‌ର ସଦସ୍ୟମାନେ ସେବା କରିଥିଲେ । ଆୟାସା ଖଟୁନୁ ନାମକ ମହିଳା ଜଣଙ୍କ ଶିଶୁ ପୁତ୍ର ଜନ୍ମ ଦେବା ପରେ ତାଙ୍କୁ ପ୍ରଥମେ ରେଲେୱ ଡାକ୍ତର ଏବଂ ଷ୍ଟାଫ୍‌ ଚିକିତ୍ସା କରିଥିବାବେଳେ ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ କ୍ୟାପିଟାଲ୍‌ ହସ୍‌ପିଟାଲକୁ ପଠାଇଥିଲା ଆରପିଏଫ୍‌ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!