Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଛ ଚାଷର ଲିଜକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ, ୫ରୁ ଅଧିକ ଆହତ

by ସଞ୍ଜୟ ସ୍ୱାଇଁ
July 11, 2021
in Crime, State
ମାଛ ଚାଷର ଲିଜକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ, ୫ରୁ ଅଧିକ ଆହତ
169
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା କବିସୂର୍ୟ୍ୟନଗର ଥାନା ତଥା ବାଲିଛାଇ ଫାଣ୍ଡି ଅନ୍ତର୍ଗତ ପାଇକଯମୁନା ଗ୍ରାମରେ ଗୋଷ୍ଠୀ ସଂଘର୍ଷ । ପୋଖରୀରେ ମାଛ ଚାଷ ଓ ମାଛ ଧରା ଲିଜକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ଉଭୟ ପକ୍ଷରୁ ୫ରୁ ଅଧିକ ପୁରୁଷ ଆହତ ହୋଇଛନ୍ତି । ରବିବାର ସକାଳେ ଲିଜ୍ ଧାର୍ୟ୍ୟ କରିବା ପାଇଁ ଗାଁରେ ବୈଠକ ବସିଥିଲା । ହେଲେ ୨ ଗୋଷ୍ଠୀ ଭିତରେ ବଚସା ଓ ପରେ ମାରପିଟ ଘଟିଥିଲା। ଗଣ୍ଡଗୋଳରେ ଆହତମାନଙ୍କୁ କବିସୂର୍ୟ୍ୟନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏସ୍ଆଇ ଅର୍ଜୁନ କହଁର, ଏସ୍ଆଇ ଆର୍. ଶଙ୍କର ରାଓଙ୍କ ସଦଳବଳେ ଗାଁରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରୁଛନ୍ତି । ଗାଁରେ ଚାପା ଉତ୍ତେଜନା ଲାଗି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!