Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରିଜ ନାଳରେ ମୃତଦେହ, ନିକଟରେ ବାଇକ

by ସଞ୍ଜୟ ସ୍ୱାଇଁ
July 11, 2021
in Crime, State
ବ୍ରିଜ ନାଳରେ ମୃତଦେହ, ନିକଟରେ ବାଇକ
222
VIEWS
Share on FacebookShare on Twitter

ନିମାପଡା, (ବାଘୁଆବାର୍ତ୍ତା): ନିମାପଡା ଥାନା ଅନ୍ତର୍ଗତ ନିମାପଡା ପିପିଲି ମୁଖ୍ୟ ରାସ୍ତାର ଦହିଜଙ୍ଗ ଠାରେ ନିର୍ମାଣାଧୀନ ଏକ ବ୍ରିଜ ନିକଟରେ ଥିବା ନାଳରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ପଡିଛି। ଏପରିକି ମୃତ ଦେହଠାରୁ ୧୦ ଫୁଟ ଦୂରରେ ଏକ ମୋଟର ସାଇକଲ ପଡିଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲା। ନିମାପଡା ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ବାଇକ ନଂ କୁ ଆଧାର କରି ମୃତକଙ୍କ ପରିଚୟ ଖୋଜୁଛି ପୋଲିସ। ଯୁବକଙ୍କ ମୃତ୍ୟୁ କିପରି ହେଲା ସେ ନେଇ ପୋଲିସ ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!