Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଡି ହୋଇ ଗୁରୁତର ହୋଇଛନ୍ତି ସହକାରୀ ବନ ସଂରକ୍ଷକ

by ସଞ୍ଜୟ ସ୍ୱାଇଁ
July 13, 2021
in Crime, State
ପାଟିତୁଣ୍ଡରୁ ହତ୍ୟାକାଣ୍ଡ, ପଥରରେ ଛେଚି ମାରିଲେ
95
VIEWS
Share on FacebookShare on Twitter

ପାରଳାଖେମୁଣ୍ଡି, (ବାଘୁଆବାର୍ତ୍ତା): ପୋଡ଼ି ହୋଇ ଗୁରୁତର ହୋଇପଡ଼ିଛନ୍ତି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲ ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ତାଙ୍କ ଶରୀରର ୮୦ପ୍ରତିଶତ ପୋଡିଯାଇଛି। ଏହା ଘଟଣା ନା ଦୁର୍ଘଟଣା ସେ ନେଇ ତଦନ୍ତ ଆରମ୍ଭ କରିଛି ପୁଲିସ୍‌। ସୌମ୍ୟରଞ୍ଜନ ଗତକାଲି ପତ୍ନୀଙ୍କ ସହ ନିଜ ସରକାରୀ ବାସଭବନରେ ଥିଲେ। ରାତି ପ୍ରାୟ ୯ଟା ବେଳେ ତାଙ୍କ ପତ୍ନୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚିଥିଲେ। ଏହାପରେ ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ପୋଡ଼ି ହୋଇଯାଇଥିବା ଦେଖି ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ଓ ପରେ କଟକ ବଡ଼ ମେଡିକାଲ ପଠାଯାଇଛି। ଖବର ପାଇ ଜିଲ୍ଲା ବନ ଖଣ୍ଡ ଅଧିକାରୀ, ସ୍ଥାନୀୟ ତହସିଲଦାର, ପୁଲିସ୍‌, ଏସଡ଼ିପିଓ, ପାରଳାଖେମୁଣ୍ଡି ଥାନା ଅଧିକାରୀ ଓ ଅନ୍ୟାନ୍ୟ ପୁଲିସ୍‌ କର୍ମଚାରୀ ମେଡିକାଲରେ ପଞ୍ଚିଥିଲେ। ଏହାପରେ ସୌମ୍ୟରଞ୍ଜନଙ୍କ ବାସଭବନରେ ପୁଲିସ୍‌ ଗତ ରାତିରେ ପହଞ୍ଚି ତଦନ୍ତ କରିଛି। ସୌମ୍ୟରଞ୍ଜନ ପ୍ରାୟ ୬ ମାସ ପୂର୍ବେ ବିବାହ କରିଥିବା ବେଳେ ଏବେ ଏପରି ଘଟଣା କାହିଁକି ଓ କିପରି ଘଟିଲା ତାକୁ ନେଇ ଖୋଳତାଡ଼ ଆରମ୍ଭ କରିଛି ପୁଲିସ୍‌।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!