Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିନ୍ତା ବଢ଼ାଇଲାଣି ଡେଙ୍ଗୁ, ୫୫ ଚିହ୍ନଟ

by ସଞ୍ଜୟ ସ୍ୱାଇଁ
July 13, 2021
in Health, State
ଚିନ୍ତା ବଢ଼ାଇଲାଣି ଡେଙ୍ଗୁ, ୫୫ ଚିହ୍ନଟ
124
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ କରୋନା କାୟା ଥମି ନଥିବାବେଳେ ଡେଙ୍ଗୁ ସଂକ୍ରମଣ ବଢ଼ିଲାଣି। ଏବେ ଚିନ୍ତା ବଢାଇଲାଣି ଡେଙ୍ଗୁ ଆକ୍ରାନ୍ତ ହାର। ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି ଡେଙ୍ଗୁ। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଧେଶକ କହିଛନ୍ତି ଯେ, ରାଜ୍ୟରେ ଡେଙ୍ଗୁ କିଛି ମାତ୍ରାରେ ବଢିଛି। ଗତକାଲି ସୁଦ୍ଧା ଭୁବନେଶ୍ୱରରେ ୫୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁକୁ ନେଇ ସ୍ଥିତି ଚିନ୍ତାଜନକ ନୁହେଁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଧେଶକ କହିଛନ୍ତି। ଅନ୍ୟପକ୍ଷରେ ରାଜଧାନୀରେ ଡେଙ୍ଗୁ ରୋଗର ପ୍ରତିକାର ପାଇଁ ବିଏମସି ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବିଏମସିର ସ୍ୱତନ୍ତ୍ର ଟିମ ଘର ଘର ବୁଲି ଲୋକଙ୍କୁ ସଚେତନ କରୁଥିବା ଦେଖିବାକୁ ମିଳୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!