Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧାବିକା ଦୂତୀ ଚାନ୍ଦଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
July 13, 2021
in Feature News
ଧାବିକା ଦୂତୀ ଚାନ୍ଦଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
74
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଟୋକିଓରେ ହେବାକୁ ଥିବା ଅଲିମ୍ପିକରେ ଦେଶର ପ୍ରତିନିଧିତ୍ୱ କରୁଥିବା ଭାରତୀୟ କ୍ରୀଡ଼ାବିତଙ୍କ ସହ କଥା ହୋଇଛନ୍ତି। ଓଡ଼ିଶାରୁ ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦୌଡରାଣୀ ଦୂତୀ ଚାନ୍ଦଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ କଥା ହୋଇଥିବା ଜଣାପଡ଼ିଛି | ଦୂତୀଙ୍କ ସମେତ ପ୍ରଧାନମନ୍ତ୍ରୀ ତୀରନ୍ଦାଜ ଦୀପିକା କୁମାରୀ, ପ୍ରବୀଣ ଯାଦବ, ଜାଭେଲିନ୍ ତାରକା ନୀରଜ ଚୋପ୍ରା, ମୁଷ୍ଠିଯୋଦ୍ଧା ଆଶିଷ କୁମାରଙ୍କ ସହ ମଧ୍ୟ କଥା ହୋଇଥିବା ଜଣାପଡ଼ିଛି | ଦୂତୀ ଚାନ୍ଦ ଅଲିମ୍ପିକରେ ୧୦୦ ଏବଂ ୨୦୦ ମିଟର ଦୌଡରେ ଦେଶର ପ୍ରତିନିଧିତ୍ୱ କରିବେ।  ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବା ବେଳେ ଚାନ୍ଦ ରାଙ୍କକୁ ଆସିବାବେଳେ ସମ୍ମୁଖୀନ ହୋଇଥିବା କଠିନ ଆହ୍ୱାନ ବିଷୟରେ କହିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!