Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିତିଲିଖଲିଆ ଓ କପିଆ ଗ୍ରାମରେ ଦେଶୀ-ବିଦେଶୀ ମଦ ଜବତ, ୨ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 14, 2021
in Crime, State
ଶିତିଲିଖଲିଆ ଓ କପିଆ ଗ୍ରାମରେ ଦେଶୀ-ବିଦେଶୀ ମଦ ଜବତ, ୨ ଅଭିଯୁକ୍ତ ଗିରଫ
89
VIEWS
Share on FacebookShare on Twitter

ସିନାପାଲି, (ବାଘୁଆବାର୍ତ୍ତା): ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଶିତିଲିଖଲିଆ ଓ କପିଆ ଗ୍ରାମରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ମଦ ଜବତ୍ କରିବା ସହ ୨ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି। କୌଣସି ସୁତ୍ରରୁ ଖବର ପାଇଁ ସିନାପାଲି ଅବକାରୀ ବିଭାଗ ସବ୍ଇନ୍ସପେକ୍ଟର ଗଦାଧର ମହାରଣାଙ୍କ ନେତୃତ୍ବରେ ଏକ ଟିମ ଶିତିଲିଖଲିଆ ଓ କପିଆ ଗ୍ରାମରେ ଚଢ଼ାଉ କରିଥିବା ବେଳେ ୨ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଶିତିଲିଖଲିଆ ଗ୍ରାମର ଗୋଲାପି ଭୋଇ (୩୩) ଓ କପିଆ ଗ୍ରାମର ଦୁଲଜାନି (୫୫)। ଗିରଫ ଅଭିଯୁକ୍ତ ମାନଙ୍କ ଠାରୁ ୧୫ ଲିଟର ମହୁଲି ରନ୍ଧା ମଦ, ୧୫ଲିଟର ୮ଶହ ବିଦେଶୀ ମଦ ଜବତ କରିଥିବା ବେଳେ ୬୦ କିଲୋ ମହୁଲି ପୋଚ ନଷ୍ଟ କରାଯାଇଛି। ଚଢ଼ାଉ ସମୟରେ ଶ୍ରୀ ମହାରଣା, ସିନାପାଲି ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ସିନାପାଲି ଲକ୍ଷ୍ମଣ ମାଝି, ଇନିସପେକ୍ଟର ଇରାବତୀ ହାତି, ସମେତ ଅବକାରୀ ବିଭାଗର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏନେଇ ସିନାପାଲି ଅବକାରୀ ବିଭାଗ ଏକ ମାମଲା ରୁଜୁ କରି ଅଭିଯୁକ୍ତ ମାନଙ୍କୁ କୋଟ୍ ଚାଲାଣ କରିଥିବା ଅବକାରୀ ବିଭାଗରୁ ସୂଚନା ମିଲିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!