Friday, October 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଡୁମୀ ସେନାର ବୃକ୍ଷରୋପଣ କାର୍ୟ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
July 14, 2021
in Literature, State
କୁଡୁମୀ ସେନାର ବୃକ୍ଷରୋପଣ କାର୍ୟ୍ୟକ୍ରମ
20
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): ଜଙ୍ଗଲ ନଷ୍ଟ ସାଙ୍ଗକୁ ବେଆଇନ ଗଛକଟା ଏବେ ସିଧାସଳଖ ମଣିଷ ସମାଜ ଉପରେ ପଡ଼ୁଛି। କରୋନା କାଳରେ ଅମ୍ଳଜାନ ସ୍ତର କମ୍ ଯୋଗୁଁ ଅନେକ ଲୋକଙ୍କ ମୃତ୍ୟୁ ଘଟି ସାରିଲାଣି । ଗଛ ଲଗାଇ ଅମ୍ଳଜାନ ସ୍ତର ବୃଦ୍ଧି ପାଇ ଏବେ କୁଡୁମି ସେନା ଅଣ୍ଟା ଭଡିଛି।ରାଜ୍ୟର ୯ ଜିଲ୍ଲାରେ ଥିବା ୨୫ ଲକ୍ଷରୁ ଉର୍ଦ୍ଧ୍ବ କୁଡୁମୀ ଜାତିର ଲୋକେ ବସବାସ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ୯ଟି ଜିଲ୍ଲାର ବିଭିନ୍ନ ଗ୍ରାମ ଆଉ ପଞ୍ଚାୟତକୁ ସବୁଜ ବନାନୀ କରିବା ଉଦ୍ଦେଶ୍ୟରେ ବୃକ୍ଷ ରୋପଣ କାର୍ୟ୍ୟକ୍ରମ କଣ୍ଟିଆପଡା ପଞ୍ଚାୟତ ବଲାଣିପଶି ଗ୍ରାମରେ ଥିବା ଉଚ୍ଚ ବିଦ୍ୟାଳୟର ପରିସରରୁ ଶୁଭାରମ୍ଭ ହୋଇଥିଲା । ପାଟଣା ଚମ୍ପୁଆ ସାହାରପଡା ଅଞ୍ଚଳରେ କୁଡୁମୀ ସେନାର ରାଜ୍ୟ ସଭାପତି ଦିବ୍ୟସିଂ ମହାନ୍ତ ଏବଂ ଉପସଭାପତି ମିତ୍ରଭାନୁ ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ୟ୍ୟକ୍ରମ ଚାଲିଥିବା ବେଳେ ରାଜ୍ୟର ୯ ଜିଲ୍ଲାରେ ଏହି ବୃକ୍ଷ ରୋପଣ କାର୍ୟ୍ୟକ୍ରମ କରାଯିବାକୁ ନିଷ୍ପତ୍ତି ନେଇଛି କୁଡୁମୀ ସେନା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!