Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡି ବିବାଦକୁ ନେଇ ଦୁଇ ପରିବାର ମୁହାଁମୁହିଁ, ୪ ଆହତ

by ସଞ୍ଜୟ ସ୍ୱାଇଁ
July 14, 2021
in Crime, State
ଜମିବାଡି ବିବାଦକୁ ନେଇ ଦୁଇ ପରିବାର ମୁହାଁମୁହିଁ, ୪ ଆହତ
38
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଜମିବାଡି ବିବାଦକୁ କେନ୍ଦ୍ର କରି ସଂଘର୍ଷ । ଦୁଇ ଜଣ ଗୁରୁତର ଓ ଦୁଇ ଜଣ ଆହତ । ସାବରଙ୍ଗ ଥାନା ଅଧୀନ ଚାପୁଣ୍ଡିଆରେ ଦୁଇ ପରିବାର ମଧ୍ୟରେ ଦୀର୍ଘ ଦିନ ହେବ ଜମିବାଡି ବିବାଦ ଲାଗି ରହିଥିଲା । ଏ ନେଇ ଥାନାଠାରୁ କୋର୍ଟ ପର୍ୟ୍ୟନ୍ତ ମାମଲା ଲାଗି ରହିଥିଲା । କୋର୍ଟରେ ମାମଲା ଚାଲୁଥିବା ବେଳେ ଗୋଟିଏ ପକ୍ଷ ବୁଧବାର ଛାତ ପକାଇବାକୁ ଯାଉଥିଲେ । ଏହାକୁ ଅନ୍ୟ ପକ୍ଷ ପ୍ରତିବାଦ କରିଥିଲେ । ଯାହାକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ଯୁକ୍ତି ତର୍କ ହୋଇଥିଲା । ପ୍ରଥମେ ଟେକା ପଥରରୁ ଆରମ୍ଭ ହୋଇ ତେଣ୍ଟା ଭୁସାଭୁଷି ପର୍ୟ୍ୟନ୍ତ ଯାଇଥିଲେ । ତେବେ ଏହି ଗଣ୍ଡଗୋଳରେ ଦୁଇ ଜଣଙ୍କ ବେକ ଓ ତଣ୍ଟିରେ ତେଣ୍ଟାରେ ଆଘାତ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କର ପଥର ମାଡରେ ଦେହରେ କ୍ଷତ ଚିହ୍ନ ହୋଇଛି । ସାବରଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ଘଟଣାରେ ସାବରଙ୍ଗ ପୋଲିସ ୪ ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!