Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ବୋଲର ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
July 15, 2021
in Accident, State
ଅଜଣା ବୋଲର ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
96
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ଅଜଣା ବୋଲେରୋ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କରଞ୍ଜିଆ ମେଡିକାଲରେ ଭର୍ତ୍ତି କରାଯାଇଛି । କରଞ୍ଜିଆ ଠାକୁରମୁଣ୍ଡା ରୋଡ୍ କେନ୍ଦୁମୁଣ୍ଡି ନିକଟରେ ଘଟିଛି ଦୁର୍ଘଟଣା । ଠାକୁରମୁଣ୍ଡା ତରାମରା ଗାଁର ସରୋଜ ବିନ୍ଧାଣୀ ଓ ମିଟୁ ବିନ୍ଧାଣୀ ବାଇକ୍ ଯୋଗେ ତରାମରାରୁ ପାଳସାପୋଷି ଗାଁକୁ ଚାଷ କାମ ପାଇଁ ଆସୁଥିବା ବେଳେ କେନ୍ଦୁମୁଣ୍ଡି ନିକଟ ଏକ ଢ଼ାବା ପାଖରେ ଏକ ଅଜଣା ବୋଲେରୋ ଧକ୍କା ଦେଇ ଫେରାର ହୋଇଯାଇଥିଲା । ଧକ୍କା ହେବା ଫଳରେ ବାଇକଟି ଏକ ଗଛରେ ପିଟି ହୋଇ ବିଲ ମଝିରେ ଛିଟିକି ପଡିଥିଲା । ଘଟଣାସ୍ଥଳରେ ସରୋଜ ବିନ୍ଧାଣୀର ମୃତ୍ୟୁ ହୋଇଥିବା ବେଳେ ମିଟୁ ବିନ୍ଧାଣୀକୁ ଗୁରୁତର ଅବସ୍ଥାରେ କରଞ୍ଜିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ କରଞ୍ଜିଆ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!