Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁତୁରାର କାତି ଚୋଟରେ ଟଳି ପଡିଲେ ବଡ ମା’

by ସଞ୍ଜୟ ସ୍ୱାଇଁ
July 15, 2021
in Crime, State
ପୁତୁରାର କାତି ଚୋଟରେ ଟଳି ପଡିଲେ ବଡ ମା’
63
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଗଂଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସୁନ୍ଦରପୁର ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ସଂପର୍କକୁ ଭୁଲିଯାଇ କାତି ଚୋଟରେ ବଡ ମା’ କୁ ହତ୍ୟା କରିଛି ପୁତୁରା । ଗାଁର ଦୁର୍ଗାଚରଣ ମଣ୍ଡଳଙ୍କ ମା ୮୦ ବର୍ଷୀୟ ପଦ୍ମାବତୀ ଜଣେ ପକ୍ଷାଘାତ ରୋଗୀ । ସେ ଘରେ ଶୋଇଥିବା ବେଳେ ଦିନ ୧୨ ଟା ସମୟରେ ଦାସରଥି ମଣ୍ଡଳଙ୍କ ପୁଅ ସିତାରାମ ହଠାତ ଆସି ପଦ୍ମାବତୀଙ୍କ ମୁଣ୍ଡକୁ କାତିରେ ଆକ୍ରମଣ କରିଥିଲା । ଅନ୍ୟ ଏକ ଘରେ ରହିଥିବା ପୁଅ ଦୁର୍ଗା ଦୈାଡି ଆସିବା ବେଳେ ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲା । ତେବେ ଘଟଣାସ୍ଥଳରେ ହିଁ ପଦ୍ମାବତୀଙ୍କ ମୃତ୍ୟୁ ଘଟିଥିଲା । ଖବର ପାଇ ଛତ୍ରପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲା । ଘରର ବିଭିନ୍ନ ସ୍ଥାନରେ ରକ୍ତ ପଡିଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ହତ୍ୟାକାଣ୍ଡର ପ୍ରକୃତ କାରଣ ଅସ୍ୱଷ୍ଟ ରହିଛି । ଉଭୟ ପରିବାର ମଧ୍ୟରେ କୈାଣସି ବାଦବିବାଦ ନଥିବା ମୃତକଙ୍କ ପୁଅ ଦୁର୍ଗା କହିଛନ୍ତି । ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!