Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଇଇ ମେନ୍ ୪ର୍ଥ ସେସନ୍ ପରୀକ୍ଷା ତାରିଖ ଘୁଞ୍ଚିଲା

by ସଞ୍ଜୟ ସ୍ୱାଇଁ
July 15, 2021
in Breaking, Education
ଜେଇଇ ମେନ୍ ୪ର୍ଥ ସେସନ୍ ପରୀକ୍ଷା ତାରିଖ ଘୁଞ୍ଚିଲା
68
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଘୁଞ୍ଚିଲା ଜେଇଇ ମେନ୍ ୪ର୍ଥ ସେସନର ପରୀକ୍ଷାର ତାରିଖ । ତୃତୀୟ ସେସନ୍ ପରିକ୍ଷା ପରଠାରୁ ଚତୁର୍ଥ ସେସନ୍ ପରିକ୍ଷା ପାଇଁ ୪ ସପ୍ତାହ ସମୟ ମିଳିବ ବୋଲି କଣାପଡିଛି । ସୂଚନାନୁସାରେ, ୪ର୍ଥ ସେସନ୍ ପରୀକ୍ଷା ଅଗଷ୍ଟ ୨୬, ୨୭, ୩୧ ଏବଂ ସେପ୍ଟେମ୍ବର ୧ ଓ ୨ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ । ବର୍ତ୍ତମାନ ସୁଦ୍ଧା ୭ଲକ୍ଷ ୩୨ ହଜାର ଛାତ୍ରଛାତ୍ରୀ ପଞ୍ଜୀକରଣ କରିସାରିଛନ୍ତି । ତତ୍ ସହିତ ଜୁଲାଇ ୨୦ତାରିଖ ପର୍ଯ୍ୟନ୍ତ ପଞ୍ଜୀକରଣ ଚାଲୁ ରହିବ ବୋଲି ଜଣାପଡିଛି । କରୋନା ପାଇଁ ଛାତ୍ରଛାତ୍ରୀ ମାନେ ପରୀକ୍ଷା ସମୟ ଘୁଞ୍ଚାଇବାକୁ ପୂର୍ବରୁ ଦାବି କରି ଆସୁଥିଲେ। ଏହାପରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନଟିଏ ମଧ୍ୟ ସମୟ ଘୁଞ୍ଚାଇବା ସମର୍ଥନରେ ମତ ଦେଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!