Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାବିଦ୍ୟାଳୟର ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

by ସଞ୍ଜୟ ସ୍ୱାଇଁ
July 15, 2021
in Feature News, State
ମହାବିଦ୍ୟାଳୟର ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ
86
VIEWS
Share on FacebookShare on Twitter

ପୋଲସରା, (ବାଘୁଆବାର୍ତ୍ତା): ଦୁଇ ଦୁଇଟି ମହାବିଦ୍ୟାଳୟରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ । ସୂଚନାନୁସାରେ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ବୁଗୁଡା ବ୍ଲକ୍ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବଦ୍ୟାଳୟ ଓ ବୁଗୁଡା ପିପୁଲସ୍ ମହାବିଦ୍ୟାଳୟରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ମହାବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିବା ଜଣାପଡିଛି । ବିଧାୟକ ଶ୍ରୀ ସାହୁଙ୍କ ସହିତ ଭଞ୍ଜନଗର ଉପ ଜିଲ୍ଲାପାଳ, ବୁଗୁଡା ତହସିଲଦାର, ମହାବିଦ୍ୟାଳୟର ଅଧ୍ୟାପକ/ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନେ କୋଭିଡ୍ ନିୟମ ପାଳନ କରି ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!