Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତ ନିର୍ବାଚନ ; ବାଲାଟ ପେପର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
July 16, 2021
in Feature News
ପଞ୍ଚାୟତ ନିର୍ବାଚନ ; ବାଲାଟ ପେପର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

Voter's hand holding a vote election ballot, inserting the vote card into the ballot box. Concept image of democracy and the election process for political party, corporate election, board election, and governmental or business policy decisions. Voters making their selection and putting in the voting ballot. Photographed in horizontal format.

408
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ପଞ୍ଚାୟତ ନିର୍ବାଚନ ପାଇଁ ସଜବାଜ ଆରମ୍ଭ ହୋଇଛି। ଏଥିଲାଗି ନିର୍ବାଚନ କମିସନ ଜିଲ୍ଲାପାଳମାନଙ୍କୁ ଭୋଟବାକ୍ସର ତାଲିକା ମାଗିଥିବା ଜଣାଯାଇଛି। ଏନେଇ ଆଗାମୀ ୨୬ ଜୁଲାଇ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ତ୍ରିସ୍ତରୀୟ ପଂଚାୟତିରାଜ ନିର୍ବାଚନକୁ ନିର୍ଦ୍ଧାରିତ ସମୟରେ କରିବାକୁ ସରକାର ନିଷ୍ପତ୍ତି ନିଅନ୍ତି, ତେବେ ୨୦୨୨ ଆରମ୍ଭରୁ ନିର୍ବାଚନ ବାତାବରଣ ଜୋର ଧରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି । ସୂଚନା ଅନୁସାରେ, ସୀମା ପୁନଃ ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ଭିତିରିଆ ମାନସମନ୍ଥନ ଚାଲିଛି। ଏପରିକି ରାଜ୍ୟ ନିର୍ବାଚନ କମିସନଙ୍କୁ ଏନେଇ ବିଭାଗ ଅବଗତ କରାଇଛି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ବାଲାଟ ପେପର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!