Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଚ୍ ରାସ୍ତାରେ ବାପା ଓ ଝିଅଙ୍କୁ ଭୁଜାଲି ଚୋଟ

by ସଞ୍ଜୟ ସ୍ୱାଇଁ
July 16, 2021
in Crime, State
ବିଚ୍ ରାସ୍ତାରେ ବାପା ଓ ଝିଅଙ୍କୁ ଭୁଜାଲି ଚୋଟ
70
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବିଚ୍ ରାସ୍ତାରେ ବାପା ଓ ଝିଅଙ୍କୁ ଭୁଜାଲିରେ ଆକ୍ରମଣ । ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଏଲଖା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘଟଣାର ୩ ଜଣଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି ପୋଲିସ । ରାସ୍ତାରେ ବାଲି ଓ ଚିପ୍ସ ଗଦା ହେବାକୁ ନେଇ ପ୍ରତିବାଦ କରିବାରୁ ବାପା ଓ ଝିଅକୁ ଭୁଜାଲିରେ ଆକ୍ରମଣ । ବାପା ଓ ଝିଅଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ଗାଁର ଏହି ଦୁଇ ପରିବାର ମଧ୍ୟରେ ପୂର୍ବ ଶତ୍ରୁତା ଲାଗି ରହିଥିଲା । ତେବେ ଶୁକ୍ରବାର ରାସ୍ତାରେ ବାଲି, ଚିପ୍ସ ଗଦା ହେବାକୁ ନେଇ ପ୍ରତିବାଦ କରିବାରୁ ଏଭଳି ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା । ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ୩ ଜଣ ଥାନାରେ ଅଟକ ଥିବା ବେଳେ ଅଭିଯୁକ୍ତ ଫେରାର ହୋଇଯାଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!