Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର ସହ ଅଢେଇ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
July 17, 2021
in Crime, State
କାର ସହ ଅଢେଇ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ
60
VIEWS
Share on FacebookShare on Twitter

ବରଗଡ, (ବାଘୁଆବାର୍ତ୍ତା): ଚାଲିଥିଲା ଗଞ୍ଜେଇ କାରବାର। ସୂଚନା ପାଇ ମାଡି ବସିଲା ପୋଲିସ ଆଉ ଜବତ କଲା ୨ କ୍ଵିଣ୍ଟାଲ ୩୩ କେଜି ଗଞ୍ଜେଇ। ଆଉ ପୋଲିସ ହାବୁଡରେ ପଡିଲେ ୪ ଜଣ। ଏଥିସହ ଜବତ ହୋଇଛି ଦୁଇଟି କାର ଓ ନଗର ୧୩ ହଜାର ୧୨୦ ଟଙ୍କା। ବରଗଡ଼ ସୋହେଲା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ସୋହେଲା ବ୍ଲକ ଅଫସି ଛକ ଠାରେ ଏହି ଘଟଣା ଘଟିଛି। ଗଞ୍ଜେଇ ଚାଲାଣ କରୁଥିବା ଖବର ପାଇ ସୋହେଲା ପୋଲିସ ଜାତୀୟ ରାଜପଥରେ ଯାଞ୍ଚ କରୁଥିଲେ। ସେତିକି ବେଳେ ୪ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି । ସୋନପୁରରୁ ଛତିଶଗଡ଼ ରାଜ୍ୟକୁ ଫେରୁଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛନ୍ତି ଏହି ଗଞ୍ଜେଇ ବେପାରୀ। ସେମାନଙ୍କଠାରୁ ୨ କ୍ୱିଣ୍ଟାଲ ୩୩ କେଜି ଗଞ୍ଜେଇ ସହ ଚାଲାଣରେ ବ୍ୟବହୃତ ହୋଇଥିବା ଗୋଟିଏ ଇନୋଭା ଓ ଗୋଟିଏ ସୁଇଫ୍ଟ ଡିଜାୟର କାର ଜବତ ହୋଇଛି। ଏଥିସହ ନଗଦ ୧୩ ହଜାର ୧୨୦ ଟଙ୍କା ଓ ୬ ଟି ମୋବାଇଲ ପୋଲିସ ଜବତ କରିଛି। ଅଭିଯୁକ୍ତ ମାନେ ହେଲେ ଛତିଶଗଡ଼ ରାଜ୍ୟର ହେମରାଜ ନିସାଦ, ସଞ୍ଜୟ ତ୍ରିପାଠୀ,ଅଜୟ ତ୍ରିପାଠୀ ଓ ଗୌରଭ ଖପ୍ରାଡେ । ଅଭିଯୁକ୍ତ ସମସ୍ତଙ୍କ ନାଁରେ ଘଊଚଝ ଧାରା ଅନୁଯ୍ୟା ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବରଗଡ଼ ଏସପି ରାହୁଲ ଜୈନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!