Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାଳଦଣ୍ଡା କେନାଲ ଓ ନେତାଜୀ ବସ୍ ଟର୍ମିନାଲ ପ୍ରକଳ୍ପ କାର୍ୟ୍ୟର ସମୀକ୍ଷା

by ସଞ୍ଜୟ ସ୍ୱାଇଁ
July 18, 2021
in Planning and Development, State
ତାଳଦଣ୍ଡା କେନାଲ ଓ ନେତାଜୀ ବସ୍ ଟର୍ମିନାଲ ପ୍ରକଳ୍ପ କାର୍ୟ୍ୟର ସମୀକ୍ଷା
46
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆଜି ସକାଳୁ ସକାଳୁ କଟକ ଗସ୍ତ କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପାଣ୍ଡିଆନ୍‌ କଟକ ଗସ୍ତ କରି ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲ ପ୍ରକଳ୍ପର ସ୍ଥାନ ପରିଦର୍ଶନ କରି ଏହାର ଅଗ୍ରଗତି ବାବଦରେ ସମୀକ୍ଷା କରିଛନ୍ତି। ୧.୫୫ କିଲୋମିଟରର ତାଳଦଣ୍ଡା କେନାଲ ନବୀକରଣ ପ୍ରକଳ୍ପ ପ୍ରଥମ ପର୍ୟ୍ୟାୟ କାର୍ୟ୍ୟ ଶେଷ ହେବାକୁ ଯାଉଛି। କେନାଲ କାମକୁ ଜାତୀୟ ରାଜପଥ ପାର୍ଶ୍ୱକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଜାତୀୟ ରାଜପଥ ପର୍ୟ୍ୟନ୍ତ ଉଭୟ ପାର୍ଶ୍ୱରେ ସଡ଼କ ସହିତ ନବୀକରଣର ମୋଟ ଲମ୍ବ ୩.୫୫ କିଲୋମିଟର ହେବ। ପ୍ରକଳ୍ପ କାର୍ୟ୍ୟକୁ ତ୍ୱରାନ୍ୱିତ କରିବାକୁ ୫ଟି ସଚିବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଖାନ ନାଗରରେ ୧୭.୯୧ ଏକର ଜମିରେ ନିର୍ମାଣାଧିନ ନେତାଜୀ ବସ୍ ଟର୍ମିନାଲ୍ ପ୍ରକଳ୍ପର ଅଗ୍ରଗତି ବିଷୟରେ ଶ୍ରୀ ପାଣ୍ଡିଆନ୍ ବିସ୍ତୃତ ଭାବରେ ସମୀକ୍ଷା କରିଥିଲେ। ଅଗଷ୍ଟ ୨୦୨୨ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବାର ଯୋଜନା ରହିଛି। ୫ଟି ସଚିବଙ୍କ ସହ ପୂର୍ତ୍ତ ବିଭାଗର ସଚିବ କ୍ରିଷନ୍ କୁମାର, ସଚିବ ଭିନିଲ କ୍ରିଷ୍ଣା, ଆରଡିସି ଏ ଏ କେ ସାମଲ, କଲେକ୍ଟର ବିଏସ ଚଇନୀ, ସିଏମସି କମିଶନର ଅନନ୍ୟା ଦାସ ଏବଂ ବରିଷ୍ଠ ପ୍ରକଳ୍ପ ଅଧିକାରୀ ଆଦି ଉପସ୍ଥିତ ଥିଲେ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!