Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୯ରୁ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ, ଘର ଉପରେ ଉଡ଼ିବ ଡ୍ରୋନ୍‌

by ସଞ୍ଜୟ ସ୍ୱାଇଁ
July 18, 2021
in Feature News
ରଥଯାତ୍ରାରେ ଏସଓପି ଉଲ୍ଲଂଘନ ହେତୁ ୧୦ ଜଣଙ୍କ ନାଁରେ ମାମଲା ରୁଜୁ
49
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ରଥଯାତ୍ରା ଭଳି ବାହୁଡ଼ା ଯାତ୍ରାରେ ବି ଜିଲ୍ଲା ପ୍ରଶାସନ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଲଗାଇଛି। ବଡ଼ଦାଣ୍ଡ ହୋଟେଲ୍‌, ଲଜ୍‌, ଧର୍ମଶାଳା ଆଦିକୁ ୪ ଦିନ ପାଇଁ ବନ୍ଦ ଘୋଷଣା କରିଛି। ସବୁର ବୁକିଂ ବାତିଲ୍ କରାଯାଇଛି। ରଥଯାତ୍ରାର ବିଶୃଙ୍ଖଳା ଯେଭଳି ପୁନରାବୃତ୍ତି ନ ଘଟେ ସେଥିପାଇଁ ବଡ଼ଦାଣ୍ଡ ଉପରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ବଡ଼ଦାଣ୍ଡ ସଂଲଗ୍ନ ଘରଗୁଡ଼ିକରେ ରହୁଥିବା ପରିବାର ସଦସ୍ୟଙ୍କ ତାଲିକା ପ୍ରସ୍ତୁତି ଆରମ୍ଭ ହୋଇଛି। ଘରୁ ବାହାରି ରଥଯାତ୍ରା ଦର୍ଶନରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ଘର ଉପରେ ନଜର ରଖିବା ପାଇଁ ପୁଲିସ ସହ ଡ୍ରୋନ୍ ଉଡ଼ାଇବାକୁ ନିଷ୍ପତ୍ତି ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!