Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓୟୁଜେ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ

by ସଞ୍ଜୟ ସ୍ୱାଇଁ
July 18, 2021
in Feature News
ଓୟୁଜେ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ
100
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଓୟୁଜେ ଆନୁକୁଲ୍ୟରେ ନୟାଗଡ ଜିଲ୍ଲା ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ ତରଫରୁ ଚାନ୍ଦପୁରଠାରେ ଆଜି ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରଣପୁର ବିଧାୟକ ତଥା ନୟାଗଡ ଜିଲ୍ଲା ଯୋଜନା ବୋର୍ଡ଼ର ଅଧକ୍ଷ ସତ୍ୟ ନାରାୟଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ଓୟୁଜେ ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତି, ସମ୍ମାନିତ ଅତିଥି ଭାବେ ଚାନ୍ଦପୁର ଥାନା ଅଧିକାରୀ ରଶ୍ମୀ ରଞ୍ଜନ ଦାସ ଓ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟର ସଭାପତି ପ୍ରସନ୍ନ ପାଇକରାୟ ଯୋଗ ଦେଇଥିଲେ । ଗଣତନ୍ତ୍ରରେ ଗଣମାଧ୍ୟମର ଭୂମିକା ସଂମ୍ପର୍କରେ ଆଲୋଚନା କରାଯାଇ, ଏହା କେତେ ଗୁରୁତ୍ୱପୂର୍ଣ୍ଣ ଅତିଥିମାନେ ମତବ୍ୟକ୍ତ କରିଥିଲେ । ସାମ୍ବାଦିକ ପ୍ରମୋଦ ସାମନ୍ତରାୟ ଓ ଚିନ୍ମୟ ମହାପାତ୍ର, ଚାନ୍ଦପୁର ବରିଷ୍ଠ ନାଗରୀକ ମଞ୍ଚର ସଭାପତି ଧନେଶ୍ୱର ଅଗ୍ରୱାଲ୍ , ମନୋଜ ଦାସ, ରଣପୁର ବ୍ଲକ ଉପାଧକ୍ଷ ପ୍ରଶାନ୍ତ ନାୟକ, ଚାନ୍ଦପୁର ଜିଲ୍ଲା ପରିଷଦ ସଭ୍ୟ ବିଜୟ କେତନ ସାହୁ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିବା ଜଣାଯାଇଛି । ଏହି ଆଲୋଚନା ଚକ୍ରକୁ ନୟାଗଡ଼ ଜିଲ୍ଲା ସଭାପତି ଆଚାର୍ୟ୍ୟ ବିଶ୍ୱରଞ୍ଜନ ପରିଚାଳନା କରିଥିଲେ । ସମ୍ପାଦକ ଗୋପାଳ ଚନ୍ଦ୍ର ବିଶ୍ୱାଳ ସମ୍ପାଦକିୟ ବିବରଣୀ ପାଠ କରିବା ସହ ଉପ ସଭାପତି ପ୍ରଶାନ୍ତ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!