Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାରେ ଏବେ ଆସିନି ଥାର୍ଡ ଓ୍ୱେଭ୍

by ସଞ୍ଜୟ ସ୍ୱାଇଁ
July 19, 2021
in Health, State
ଓଡ଼ିଶାରେ ଏବେ ଆସିନି ଥାର୍ଡ ଓ୍ୱେଭ୍
46
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶାରେ କରୋନାର ସ୍ଥିତି ଠିକ ଟେଲି ଫେନୋମେନନ ଅବସ୍ଥାରେ ରହିଛି । ଅର୍ଥାତ ସଂକ୍ରମଣ କମି ସ୍ଥିର ଅବସ୍ଥାରେ ରହିଛି । ଗତ କିଛି ଦିନ ଧରି ଏହି ଟ୍ରେଣ୍ଡ ଲାଗିରହିଛି । ଅନ୍ୟ କିଛି ରାଜ୍ୟରେ ବି ଏହି ସ୍ଥିତି ଲାଗିରହିଛି । ଆଶା ଆଗକୁ ସଂକ୍ରମଣ କମିବ। ଏଥିପାଇଁ ସମସ୍ତଙ୍କୁ କୋଭିଡ଼ ନିୟମ ମାନିବାକୁ ପଡ଼ିବ । ଥାର୍ଡ଼ ୱେଭ ଆକଳନ କରାଯାଇଛି କିନ୍ତୁ ଆସିନାହିଁ ।ଆମେ ବର୍ତ୍ତମାନ ସେକେଣ୍ଡ ୱେଭରେ ଅଛୁ । ମାଡ଼୍ରାସ ଇନଷ୍ଟିଚ୍ୟୁଟ ଯେଉଁ ଆର ଭ୍ୟାଲୁ କଥା କହୁଛି ତାହା ଗ୍ରାଉଣ୍ଡରେ ପ୍ରତିଫଳିତ ହେଉନାହିଁ । ସଂକ୍ରମଣ କମିଥିବାରୁ କେମିତି ଆର ଭ୍ୟାଲୁ ଅଛି ବୋଲି କୁହାଯିବ । ଏନେଇ ସୂଚନା ଦେଇଛନ୍ତି ଡିଏମଇଟି ସି.ବି.କେ ମହାନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!