Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାହୁଲ ଗାନ୍ଧୀଙ୍କ ଫୋନ କଲ ରେକର୍ଡକୁ ନେଇ ସରକାରଙ୍କୁ କଂଗ୍ରେସର ଭତ୍ସନା, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି

by ସଞ୍ଜୟ ସ୍ୱାଇଁ
July 20, 2021
in Feature News
ରାହୁଲ ହେବେ କି କଂଗ୍ରେସ୍ ଅଧ୍ୟକ୍ଷ !
83
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ପେଗାସସ୍ ସ୍ପାଏର ଫୋନ ହ୍ୟାକିଂ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରିଛି କଂଗ୍ରେସ । କଂଗ୍ରେସ ପ୍ରବକ୍ତା ରଣଦୀପ ସୁରଜେୱାଲା କହିଛନ୍ତି କି ମୋଦୀ ସରକାର ରାହୁଲ ଗାନ୍ଧୀଙ୍କ ସହ ନିଜ ମନ୍ତ୍ରିମଣ୍ଡଳର ବିଭିନ୍ନ ମନ୍ତ୍ରୀଙ୍କ ଫୋନ କଲ ଟ୍ୟାପିଂ କରାଇଛନ୍ତି । ଦେଶର ନାଗରିକଙ୍କ ଉପରେ ଚାପ ପକାଉଥିବା ଅଭିଯୋଗ ଆଣି ସୁରଜେୱାଲା କହିଛନ୍ତି କି ମୋଦୀ ସରକାର ଦେଶର ସୁରକ୍ଷା ସହିତ ଖେଳିଛନ୍ତି । ସୁରଜେୱାଲା ଆହୁରି ଅଭିଯୋଗ କରିଛନ୍ତି କି ସରକାର ରାହୁଲ ଗାନ୍ଧୀଙ୍କ ସହ ଅନ୍ୟ ନେତା ଓ ସାମ୍ବାଦିକମାନଙ୍କର ଫୋନ ଟ୍ୟାପିଂ କରାଇ ଦେଶଦ୍ରୋହ କାମ କରିଛନ୍ତି । ଏଥିପାଇଁ ଭାରତୀୟ ଜନତା ପାର୍ଟିର ନାମ ବଦଳାଇ ଭାରତୀୟ ଜାସୁସୀ ପାର୍ଟି ରଖିବାକୁ ସେ ବିଜେପିକୁ ଉପଦେଶ ଦେଇଛନ୍ତି ।  ଦେଶର ଗଣମାଧ୍ୟମ ଓ ଅର୍ନ୍ତରାଷ୍ଟ୍ରୀୟ ଗଣମାଧ୍ୟମ ଜରିଆରେ ଏ ଖବର ସାମ୍ନାକୁ ଆସିଛି କି, ମୋଦୀ ସରକାର ଇସ୍ରାଏଲୀ ସ୍ପାଇ ସଫ୍ଟୱେର କମ୍ପାନି ପେଗାସସ ମାଧ୍ୟମରେ ଦେଶରେ ଜଜଙ୍କ ସହ ନେତା ଓ ଅନ୍ୟ ସମ୍ମାନିତ ଲୋକମାନଙ୍କ ଫୋନ ଟ୍ୟାପିଂ କରାଇ ସେମାନଙ୍କ ସାମ୍ବିଧାନିକ ଅଧିକାର କ୍ଷୂର୍ଣ୍ଣ କରିଛନ୍ତି ବୋଲି ସୁରଜୱାଲା ଗଣମାଧ୍ୟମ ଆଗରେ କହିଛନ୍ତି । ସେହିପରି କଂଗ୍ରେସ ସାଂସଦ ମଲ୍ଲିକାର୍ଜୁନ ଖଡଗେ ଓ ଅଧିର ରଞ୍ଜନ ଚୌଧୁରୀ ଏହି ମାମଲାକୁ ନେଇ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!