Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାନପୁର ଅଞ୍ଚଳରେ କିଛି ଚୋରିକୁ ନେଇ ମିଳିଲା ବଡ଼ ସଫଳତା, ଜଣେ ମହିଳାଙ୍କ ସହିତ ୪ ଗିରଫ

by ସଞ୍ଜୟ ସ୍ୱାଇଁ
July 21, 2021
in Crime, State
କାନପୁର ଅଞ୍ଚଳରେ କିଛି ଚୋରିକୁ ନେଇ ମିଳିଲା ବଡ଼ ସଫଳତା, ଜଣେ ମହିଳାଙ୍କ ସହିତ ୪ ଗିରଫ
27
VIEWS
Share on FacebookShare on Twitter

ନରସିଂହପୁର, (ବାଘୁଆବାର୍ତ୍ତା): କାନପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଜୁଲାଇ ୨ରୁ ୯ ତାରିଖ ମଧ୍ୟରେ କଟକ ଜିଲ୍ଲା ନରସିଂହପୁର ବ୍ଲକ କାନପୁର ଥାନା ଅଞ୍ଚଳରୁ ବାରମ୍ବାର ଘଟିଥିବା ଚୋରି ଘଟଣାରେ କାନପୁର ପୋଲିସକୁ ମିଳିଛି ଏହି ବଡ଼ ସଫଳତା । ଏହି ଚୋରି ଘଟଣାର ମୁଖ୍ୟ ଅଭିଯୁକ୍ତ ଓ ଜଣେ ମହିଳାଙ୍କ ସହିତ ଚାରି ଜଣଙ୍କୁ ଗିରଫ କରାଯାଇଛି। ଏଥି ସହିତ ସେମାନଙ୍କ ଠାରୁ ନଗଦ ୪୨ ହଜାର ଟଙ୍କା, ସୁନା ରୁପା ଗହଣା, ମୋବାଇଲ ଫୋନ ଓ ଚୋରିରେ ବ୍ୟବହୃତ ହେଉଥିବା ହତିଆରକୁ ଜବତ କରିଛି ପୋଲିସ। ଗିରଫ ଅଭିଯୁକ୍ତମାନେ ମୁଣ୍ଡପୋତା କେଳା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!