Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ବିଭାଗର ଚଢାଉ, ୨୪୦ ଲିଟର ମଦ ଓ ୩୨ଟି ପ୍ଲାଷ୍ଟିକ୍ ଡ୍ରମ୍ ଜବତ

by ସଞ୍ଜୟ ସ୍ୱାଇଁ
July 21, 2021
in Crime, State
ଅବକାରୀ ବିଭାଗର ଚଢାଉ, ୨୪୦ ଲିଟର ମଦ ଓ ୩୨ଟି ପ୍ଲାଷ୍ଟିକ୍ ଡ୍ରମ୍ ଜବତ
93
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଦିଗପହଣ୍ଡି ଥାନା ଅନ୍ତର୍ଗତ ବୁଡାଲୁଣ୍ଡି, ତଳ କୁମ୍ଭଝରି ଏବଂ ବିକାଶପୁର ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ। ୬ ହଜାର ୪୦୦ ଲିଟର ମଦ ପୋଚ, ୨୪୦ ଲିଟର ମଦ, ଦୁଇ ଶହ ଲିଟର ବିଶିଷ୍ଟ ୩୨ଟି ପ୍ଲାଷ୍ଟିକ ଡ୍ରମ୍ ଜବତ ହୋଇଛି। ଏହା ସହ ଅନ୍ୟାନ୍ୟ ମଦ ତିଆରି ସାମଗ୍ରୀ ଜବତ କରାଯାଇଛି। ତେବେ ଏହି ପାହାଡିଆ ଜଙ୍ଗଲ ଅଞ୍ଚଳକୁ ପରିବହନ ଅସୁବିଧା ହେତୁ ସେହି ସ୍ଥାନରେ ମଦ ପୋଚ ନଷ୍ଟ କରିଛି ଅବକାରୀ ବିଭାଗ। କୁକୁଡାଖଣ୍ଡି ତହସିଲଦାର କଲ୍ୟାଣି ସଙ୍ଘମିତ୍ରା, ବ୍ରହ୍ମପୁର ଆଇ ସଦର ଅର୍ଜୁନ ମଲ୍ଲିକ ଓ ବ୍ରହ୍ମପୁର ଆଇ ଡିଏସଏଫ୍‌ ମିହିର କୁମାର ସେଠୀଙ୍କ ତତ୍ଵାବଧାନରେ ଏହି ଚଢାଉ କରାଯାଇଛି। ତେବେ ଏହି ମାମଲାରେ ଅବକାରୀ ବିଭାଗ କାହାକୁ ଗିରଫ କରିନାହିଁ। ଏନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!