Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରୁ ମିଳିଲା ମହିଳାଙ୍କ ଉଲଗ୍ନ ମୃତଦେହ

by ସଞ୍ଜୟ ସ୍ୱାଇଁ
July 22, 2021
in Crime, State
ଜଙ୍ଗଲରୁ ମିଳିଲା ମହିଳାଙ୍କ ଉଲଗ୍ନ ମୃତଦେହ
121
VIEWS
Share on FacebookShare on Twitter

ବଡ଼ବିଲ, (ବାଘୁଆବାର୍ତ୍ତା): ଜଙ୍ଗଲରୁ ମହିଳାଙ୍କ ଉଲଗ୍ନ ମୃତଦେହ ଠାବ । କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା କାରାଖେଣ୍ଡରା ଜଙ୍ଗଲରୁ ଉଦ୍ଧାର ହୋଇଛି ଏହି ମୃତଦେହ । ମୃତକ ମହିଳା ଜଣକ ନାଲଦା ଅଞ୍ଚଳର ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଖବର ଅନୁଯାୟୀ, ମୃତ ମହିଳା ଗତ ୧୮ତାରିଖରୁ ନିଖୋଜ ଥିଲେ । ବହୁ ଖୋଜା ଖୋଜି ପରେ ବି ମହିଳାଙ୍କର କୌଣସି ପତ୍ତା ମିଳିନଥିଲା । ଶେଷରେ ବଡ଼ବିଲ ଥାନା କାରାଖେଣ୍ଡରା ଜଙ୍ଗଲରୁ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଥିଲା । ଏହାପରେ ଘଟଣାର ଅନୁଧ୍ୟାନ ପରେ ମୃତଦେହଟି ଗତ ୧୮ତାରିଖରୁ ନିଖୋଜ ଥିବା ମହିଳାଙ୍କର ବୋଲି ଜଣାପଡିଥିଲା । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଏହି ଘଟଣାରେ ଜଣେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!